ସ୍ନେକ ହେଲ୍ପଲାଇନ ସଦସ୍ୟ ଶୁଭେନ୍ଦୁ ମଲ୍ଲିକ ଦେଲେ ବଡ଼ ସୂଚନା: ଭିତର ରତ୍ନଭଣ୍ଡାରରେ…

ପୁରୀ,୧୮।୭: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଖୋଲିଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ ଉପସ୍ଥିତିରେ ଆଜି ଭଣ୍ଡାର ଖୋଲାଯାଇଛି। ତେବେ ରତ୍ନଭଣ୍ଡାର ସାପ ଅଛି କି ନାହିଁ ସମସ୍ତଙ୍କ ମନରେ ପ୍ରଶ୍ନ ଥିବା ବେଳେ ସ୍ନେକ ହେଲ୍ପଲାଇନ ସଦସ୍ୟ ଶୁଭେନ୍ଦୁ ମଲ୍ଲିକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭିତର ରତ୍ନଭଣ୍ଡାରରେ ଆଦୌ ଦେଖାଗଲେନି ସାପ। ଆମକୁ ଷ୍ଟାଣ୍ଡବାଇ ରଖାଯାଇଥିଲା। ଆମେ ବାହାରେ ବସି ରହିଥିଲୁ, ଆମକୁ ଡକା ଗଲା ନାହିଁ। ଆମକୁ ଡକା ଗଲା ନାହିଁ ମାନେ ଭିତରେ ସାପ ନାହାନ୍ତି। ସାପ ଥିଲେ ଆମକୁ ନିଶ୍ଚିତ ଭାବେ ଡକା ଯାଇଥାନ୍ତା ବୋଲି ଶୁଭେନ୍ଦୁ କହିଛନ୍ତି।

ଅନ୍ୟପଟେ ଆଜିର କାର୍ଯ୍ୟ ଶେଷ ହେଲା ପରେ ଶ୍ରୀମନ୍ଦିର ପରିସରରୁ ଓଡ୍ରାଫ ଟିମ ବାହାରିଛନ୍ତି। କିଛି ଅଘଟଣ ଘଟିଲେ ସହାୟତା ପାଇଁ ମୁତୟନ ଥିଲେ ଓଡ୍ରାଫ ଟିମ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri