Posted inଫୁରସତ

ସାପର ଓଜନ ଏତେ ଯେ, ଉଠାଇବା ପାଇଁ ଦରକାର ପଡ଼ିଲା କ୍ରେନ୍‌; ଭିଡିଓ ଦେଖିଲେ…

ଡୋମିନିକାର କାର୍‌ବିୟାନ ଦେଶରୁ ଏକ ବିଶାଳକାୟ ସାପର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସାପଟି ଏତେ ବଡ଼ ଯେ, ଏହାକୁ ଉଠାଇବା ପାଇଁ ଏକ କ୍ରେନ୍‌ର ଆବଶ୍ୟକ ପଡ଼ିଥିଲା। ଏହି ସାପକୁ ବିଶ୍ୱର ସବୁଠୁ ବଡ଼ ସାପ କୁହାଯାଉଛି।

ଏକ ରିପୋର୍ଟ ଅନୁଯାୟୀ, ଗୋଟିଏ ଜୀବିତ ସାପର ଲମ୍ବ ପ୍ରାୟ ୧୦ ଫୁଟ। ଏହାକୁ କ୍ରେନ୍‌ ସାହାଯ୍ୟରେ ଉଠାଯାଇଛି। ସାପଟି କ୍ରେନ୍‌ରେ ଏପରି ଓହଳି ରହିଥିଲା ଯେ, ଏହାକୁ ବାହାର କରିବା କାଠିକର ପାଠ ଥିଲା। ସାପକୁ ଦେଖି କ୍ରେନ୍‌ ଡ୍ରାଇଭର ଏବଂ ଲୋକେ ସମସ୍ୟାରେ ପଡ଼ିଥିଲେ। ଯେଉଁ ସ୍ଥାନରୁ ସାପଟି ମିଳିଛି ଏହା ଅତ୍ୟନ୍ତ ଭୟଙ୍କର। ଏହି ସାପଟି ବୋଆ କନ୍‌ଷ୍ଟ୍ରିକ୍ଟର ପ୍ରଜାତିର ଅଟେ। ଏହି ସାପର ଲମ୍ବ ୧୦ରୁ ୧୩ ଫୁଟ ହୋଇଥାଏ। ବୋଆ କନ୍‌ଷ୍ଟ୍ରିକ୍ଟର ସାପ ନିଜ ଶିକାର ଉପରେ ପ୍ରଥମେ ଲମ୍ଫ ଦିଅନ୍ତି। ମାରିବା ପୂର୍ବରୁ ଶିକାରକୁ ଦାନ୍ତରେ କାମୁଡ଼ିଥାନ୍ତି।

ଏହି ସାପକୁ ପ୍ରଥମେ ଜଙ୍ଗଲରେ କାମ କରୁଥିବା ଲୋକେ ଦେଖିଥିଲେ। ଏହା ଦେଖି ସେମାନଙ୍କ ହୋସ୍‌ ଉଡ଼ିଯାଇଥିଲା। ପରେ ଏହାକୁ ଉଠାଇବା ପାଇଁ କ୍ରେନ୍‌ର ଆବଶ୍ୟକ ପଡ଼ିଥିଲା। ଏହି ଘଟଣାର ଅନେକ ଫଟୋ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସାପଟି କ୍ରେନ୍‌ ଚାରିପଟେ ବୁଲୁଛି। ଦୀର୍ଘଘଣ୍ଟାର ପରିଶ୍ରମ ପରେ ସାପଟିକୁ କ୍ରେନ୍‌ ସାହାଯ୍ୟରେ ଉଠା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧ ଅକ୍ଟୋବରରୁ SBIର ନୂଆ ନିୟମ: ସାଲାରି ଆକାଉଣ୍ଟଧାରୀଙ୍କ ପାଇଁ ଲାଗିବ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୪।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ନିଜ ସାଲାରି ପ୍ୟାକେଜ ଆକାଉଣ୍ଟ ହୋଲ୍ଡରଙ୍କ ପାଇଁ ATM ଟ୍ରାଞ୍ଜାକ୍ସନ ନିୟମରେ…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

Vaibhav Sooryavanshi ଖେଳିବେ ନା ନାହିଁ? ନିଷ୍ପତ୍ତି ଗୌତମ ଗମ୍ଭୀରଙ୍କ ଉପରେ ନିର୍ଭର କରେ

ନୂଆଦିଲ୍ଲୀ,୪।୯: ଦକ୍ଷିଣ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ଫାଇନାଲ ସେପ୍ଟେମ୍ବର 6 ରୁ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ Vaibhav…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

ଜନ୍ମାଷ୍ଟମୀରେ ଗ୍ରହଙ୍କ ମହାସଂଯୋଗ: ଆଜିଠୁ ଆରମ୍ଭ ହେଲା କର୍କଟ ସମେତ ୪ ରାଶିଙ୍କ ଭଲ ଦିନ, ମାଲାମାଲ ହେବା ସହ…

ଧାର୍ମିକ ଦୃଷ୍ଟିରୁ ଜନ୍ମାଷ୍ଟମୀ ଦିନଟି ବେଶ ଗୁରୁତ୍ୱପୂର୍ଣ୍ଣ। ତେବେ ୨୦୨୬ର ଜନ୍ମାଷ୍ଟମୀ ଜ୍ୟୋତିଷ ଦୃଷ୍ଟିରୁ ମଧ୍ୟ ବିଶେଷ ବୋଲି କୁହାଯାଉଛି। ଜ୍ୟୋତିଷ ଅନୁସାରେ, ସେପ୍ଟେମ୍ବର ୪ ତାରିଖ…

ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର…

ପିଠି କୁଣ୍ଡାଇ ମାସକୁ ରୋଜଗାର ୧୪ ଲକ୍ଷ, ମାର୍କେଟରେ ମିଳୁଛି ଏମିତି ସୁବିଧା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବେଜିଂ, ୪।୯: ଚାଇନାର ଜଣେ ୩୨ ବର୍ଷୀୟ ଉଦ୍ୟୋଗୀ ଏକ ସାଧାରଣ ସମସ୍ୟାକୁ ଏକ ଅନନ୍ୟ ଏବଂ ସଫଳ ବ୍ୟବସାୟିକ ଧାରଣାରେ ପରିଣତ କରିଛନ୍ତି। ଲୋକମାନେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri