Posted inଫୁରସତ

ରାଜରାସ୍ତାରେ ନାଗ-ନେଉଳ ଲଢେଇ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ବାଘ-ସିଂହ ମଧ୍ୟରେ ଲଢେଇ ତ ଆଉ କେତେବେଳେ ଛେଳି-ବିଲେଇ ମଧ୍ୟରେ ଲଢେଇ। ବର୍ତ୍ତମାନ ରାଜରାସ୍ତା ଉପରେ ସାପ ଏବଂ ନେଉଳ ମଧ୍ୟରେ ଲଢେଇ ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି, ଏକ ନାଗ ସାପ ରାସ୍ତା ପାର ହେଉଥିବାବେଳେ ନେଉଳ ହାବୁଡରେ ପଡୁଛି। ପ୍ରଥମେ ସାପ ନେଉଳକୁ ଆକ୍ରମଣ କରୁଛି। ଆଉ ପାଲଟା ଜବାବରେ ନେଉଳ ମଧ୍ୟ ତାକୁ ଆକ୍ରମଣ କରିବା ଆରମ୍ଭ କରିଦେଉଛି। ପ୍ରଥମେ ନେଉଳଟି ନାଗ ସାପର ଲାଞ୍ଜକୁ ଆକ୍ରମଣ କରୁଛି। ଆଉ ଏହାପରେ ସାପଟି ଜୀବନ ବଞ୍ଚାଇବା ପାଇଁ ଚାଲିଯିବାକୁ ଚେଷ୍ଟା କରୁଛି। ସେହି ସମୟରେ ନେଉଳଟି ସାପ ପଛରେ ଦୌଡି ଯାଇ ତାକୁ ନିଜ ମୁହଁରେ କାମୁଡି ଧରି ଚାଲିଯାଉଛି। ଏହି ସମୟରେ ରାସ୍ତାର ଉଭୟ ପାର୍ଶ୍ୱରେ ଲୋକ ଅଟକି ଯାଇଥିବା ଭିଡିଓରେ ଦେଖାଯାଇଛି। ଏହି ଭିଡିଓଟିକୁ ଆଇଏଏଫ ଅଫିସର ଡାକ୍ତର ଅବଦୁଲ ଖୟୁମ ନିଜ ଟୁଇଟରେ ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri