Categories: ଫୁରସତ

ସାପ -ନେଉଳ ଘମାଘୋଟ ଲଢ଼େଇ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ସାପ ଏବଂ ନେଉଳ ମଧ୍ୟରେ ଘମାଘୋଟ ଲଢ଼େଇ ହେଉଥିବା ଦେଖିବାକୁ ମିଳିଛି। ପାଣି କାଦୁଅରେ ସାପ ନେଉଳକୁ ଆକ୍ରମଣ କରୁଥିବା ବେଳେ ନେଉଳ ବି ସାପକୁ ଆକ୍ରମଣ କରୁଛି। ଭିଡିଓକୁ ବିଜୟ ପିନ୍‌ଜାକର ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

Share