ବିମାନରେ ସାପ, ଯାତ୍ରୀଙ୍କ ମଧ୍ୟରେ ଆତଙ୍କ…

ଟାମ୍ପା,୧୯।୧୦ : ଫ୍ଳୋରିଡ଼ାର ଟାମ୍ପା ସହରରୁ ନ୍ୟୁଜର୍ସି ଅଭିମୁଖେ ଉଡାଣ କରୁଥିବା ବିମାନରେ ସାପ ମିଳିଛି। ସାପ ମିଳିବା ପରେ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ନେ ଓ୍ବାର୍କ ଲିବର୍ଟି ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏଭଳି ଘଟିଛି। ବିମାନର ବିଜନେସ୍‌ କ୍ଲାସରେ ସାପ ଦେଖିବାକୁ ମିଳିଥିଲା। ପରେ ପୋଲସ ସାପକୁ ଧରି ଜଙ୍ଗଲରେ ଛାଡି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତାପ ପାଇଁ ପୋଷାକ ଜାଳୁଛନ୍ତି

ମସ୍କୋ, ୩ା୩: ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣର ଯନ୍ତ୍ରଣା କେବଳ ୟୁକ୍ରେନବାସୀ ନୁହଁନ୍ତି, ସେଠାରୁ ଜୀବନ ରକ୍ଷା ପାଇଁ ପଳାୟନ କରୁଥିବା ଅନ୍ୟ ଦେଶର ଲୋକେ...

ନୂଆ ଯୁଦ୍ଧର ପଦଧ୍ୱନୀ: ଇରାନ ବିରୋଧରେ ଇସ୍ରାଏଲକୁ ଆମେରିକାର ସମର୍ଥନ…

ଓ୍ବାଶିଂଟନ,୫।୧୨ : ଫେବୃଆରୀରୁ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ତେବେ ଏବେ ଏକ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ ଏକ ନୂଆ ଯୁଦ୍ଧ...

କରୋନାକୁ ନିଷ୍ପ୍ରଭ କରିବ ବିକଶିତ ଟିକା

ରୋମ୍‌, ୭ା୫: ମହାମାରୀ କରୋନା ତାଣ୍ଡବ ବିଶ୍ୱବ୍ୟାପୀ ଜାରି ରହିଛି। ୨୧୨ ଦେଶର ଲୋକମାନେ ଏହାକୁ ନେଇ କୋକୁଆ ଭୟରେ ରହିଛନ୍ତି। ସାରା ବିଶ୍ୱରେ ଏବେ...

ନେପାଳରେ ୫ ବୁଦ୍ଧମୂର୍ତ୍ତି ଭାଙ୍ଗିଦେଲେ

କାଠମାଣ୍ଡୁ, ୧୯ା୭  (ପି.ଟି.): ନେପାଳର ରୁପନ୍‌ଦେହୀ ଜିଲାର ତିିଳୋତ୍ତମା ମ୍ୟୁନିସିପାଲିଟି ଅଞ୍ଚଳ ଅନ୍ତର୍ଗତ ଲୁମ୍ବିନୀ ନିକଟରେ ଦୁର୍ବୃତ୍ତମାନେ ୫ଟି ବୁଦ୍ଧମୂର୍ତ୍ତିକୁ ଭାଙ୍ଗିଦେଇଛନ୍ତି। ବାଲି, ସିମେଣ୍ଟ ଓ...

ବିବାହରେ ଯୋଗ ଦେବାକୁ ୨୦ ଜଣଙ୍କୁ ମିଳିଥିଲା ଅନୁମତି: ଆସିଲେ ୧୦ ହଜାର, ଆଉ ତା’ପରେ

ଅଧିକାଂଶ ଦେଶରେ କରୋନା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏପରି ପରିସ୍ଥିତିରେ ସୀମିତ ଲୋକଙ୍କୁ ନିମନ୍ତ୍ରଣ କରାଯାଇ ବିବାହ କାର୍ଯ୍ୟକ୍ରମ ସମାପ୍ତ ହେଉଛି।...

ମୋଦିଙ୍କୁ ଆମେରିକାର ସର୍ବୋଚ୍ଚ ସମ୍ମାନ

ଓ୍ବାଶିଂଟନ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହ୍ବାଇଟ୍‌ ହାଉସ୍‌ ଛାଡିବା ପୂର୍ବରୁ ମୋଦିଙ୍କୁ ସମ୍ମାନୀତ କରିଛନ୍ତିି।...

ମଙ୍ଗଳରେ ଜୀବନ

ନ୍ୟୁୟର୍କ, ୨୧।୧୧: ମଙ୍ଗଳରେ ଜୀବସତ୍ତା ସମ୍ଭବ କି ବୋଲି ଜାଣିବା ପାଇଁ ବୈଜ୍ଞାନିକମାନେ ଗବେଷଣା ଜାରି ରଖିଥିବାବେଳେ ଜୀବନ ସମ୍ପର୍କିତ କେତେକ ତଥ୍ୟ ସାମ୍ନାକୁ ଆଣିଛନ୍ତି...

ଘର ପାଖ ପାର୍କ ମାନସିକ ସ୍ବାସ୍ଥ୍ୟ ପାଇଁ ଭଲ

ଲଣ୍ଡନ: ସହରାଞ୍ଚଳରେ ଘର ପାଖରୁ ୩୦୦ ମିଟର ମଧ୍ୟରେ ପାର୍କ କିମ୍ବା ସବୁଜ ପରିବେଶ ରହିଲେ ତାହା ବ୍ୟକ୍ତିଙ୍କୁ ସୁଖଦ ଅନୁଭବ ଦେଇଥାଏ।ଏହାଦ୍ୱାରା ସେମାନଙ୍କ ମାନସିକ...

Advertisement
Archives

Model This Week