Categories: ଗଞ୍ଜାମ

ବଢ଼ୁଛି ସାପ ଆତଙ୍କ: ସାପ-ନେଉଳ ଏମିତି ଲଢେଇ, VIDEO ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ)-କିଛି ଦିନ ବ୍ୟବଧାନକୁ ଥରେ ଭଞ୍ଜନଗର ଅଞ୍ଚଳରେ ବର୍ଷା ହେଉଛି। ଏହାର ପ୍ରଭାବରେ ନଦୀ, ନାଳ, ଗର୍ତ୍ତ ଗୁଡ଼ିକରେ ପାଣି ଭର୍ତ୍ତି ହେଉଛି। ଫଳରେ ସାପ ସମେତ ବିଭିନ୍ନ ସରୀସୃପ ସୁରକ୍ଷିତ ସ୍ଥାନକୁ ଚାଲି ଆସୁଛନ୍ତି। ବିଶେଷ କରି ସାପ ହେଉଛି ସବୁଠାରୁ ବିପଦ। ଏହିଭଳି ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ନେଟେଙ୍ଗା ଗ୍ରାମରେ ନାଗସାପ ଓ ନେଉଳ ଲଢେଇ ମଙ୍ଗଳବାର ଅପରାହ୍ନରେ ଦେଖିବାକୁ ମିଳିଥିଲା। ଶେଷରେ ନେଉଳ ଆକ୍ରମଣରେ ସାପଟି ମୃତୁବରଣ କରିଥିବା ଦେଖିବାକୁ ମିଳିଥିଲା।

Dharitri – Odisha’s No.1 Odia Daily

 

Share