ଗୋଟିଏ ରାତିରେ ୩ ନାବାଳିକା ଝିଅଙ୍କ ଜୀବନ ନେଲା ବିଷଧର ସାପ, ବାପା ଗୁରୁତର

ବୌଦ୍ଧ,୯ା୯(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଟିକରପଡ଼ା ପଞ୍ଚାୟତର ଚରିଆପାଲି ଗାଁରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ସାପକାମୁଡ଼ାରେ ଗୋଟିଏ ପରିବାରର ୩ ନାବାଳିକା ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ହୋଇଛନ୍ତି। ମୃତ ଭଉଣୀଙ୍କ ବୟସ ଯଥାକ୍ରମେ ୧୩, ୧୨, ୩ ବର୍ଷ।

ସୂଚନା ମୁତାବକ, ଚରିଆ ପାଲିଗାଁରେ ଶୈଳେନ୍ଦ୍ର ମଳିକ, ସ୍ତ୍ରୀ ଏବଂ ତାଙ୍କ ୩ ଝିଅ ରାତିରେ ଖାଇ ଶୋଇଥିଲେ।  ଏକ ବିଷଧର ସାପ ୩ ଝିଅ ସ୍ମୃତିରେଖା, ସୁରଭି, ଶୁଭରେଖା ଓ ବାପା ଶୈଳେନ୍ଦ୍ରଙ୍କୁ କାମୁଡ଼ିଥିଲା। ପରିବାର ଲୋକ ସଙ୍ଗେ ସଙ୍ଗେ ଗୁଣିଆ ପାଖକୁ ନେଇଥିଲେ। କିନ୍ତୁ ସମସ୍ତେ ଗୁରୁତର ହେବାରୁ ବୌଦ୍ଧ ମେଡିକାଲକୁ ନେଇଥିଲେ। ତେବେ ମେଡିକାଲରେ ୩ ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଷ୍ଟାଇଲ୍‌ରେ ପ୍ରେମିକଙ୍କୁ ପ୍ରପୋଜ କରିବା ବାହାନାରେ ଏମିତି କାଣ୍ଡ କଲେ ପ୍ରେମିକା, ହାତଗୋଡ଼ ବାନ୍ଧିଲେ, ପରେ…

ବେଙ୍ଗାଲୁରୁ,୨୨ା୪: କର୍ନାଟକର ରାଜଧାନୀ ତଥା ଦେଶର ଆଇଟି ହବ୍‌ ବେଙ୍ଗାଲୁରୁରୁ ଏକ ଚାଞ୍ଚଲ୍ୟକର ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏହା ସମଗ୍ର ସହରକୁ ଥରାଇ…

ଚାଞ୍ଚଲ୍ୟ… ଦିଲ୍ଲୀରେ IRS ଅଧିକାରୀଙ୍କ ଝିଅକୁ ବଳାତ୍କାର ପରେ ହତ୍ୟା, ମୋବାଇଲ ଚାର୍ଜରରେ କାଟିଦେଲେ ଗଳା

ନୂଆଦିଲ୍ଲୀ,୨୨ା୪: ଦିଲ୍ଲୀର ଅମର କଲୋନି ଅଞ୍ଚଳରେ ଜଣେ ଯୁବତୀଙ୍କ ବଳାତ୍କାର ଏବଂ ପରେ ହତ୍ୟା ସହିତ ଜଡିତ ଏକ ମାମଲା ସାମ୍ନାକୁ ଆସିଛି । ମୃତକ ଜଣକ…

ଆନନ୍ଦପୁର କଲେଜର ସାମ୍ସ ରୁମରେ ଅଗ୍ନିକାଣ୍ଡ, ୧୦ରୁ ଅଧିକ…

ବଞ୍ଚୋ,୨୨ା୪(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର କଲେଜର ସାମ୍ସ (SAMS) ରୁମରେ ଆଜି ହଠାତ୍ ଅଗ୍ନିକାଣ୍ଡ ଘଟିଛି । ରୁମ ଭିତରେ ହଠାତ୍ ନିଆଁ ଲାଗିଯାଇଥିବାରୁ ୧୦ରୁ…

ଜେଲ ପାଚେରୀ ଡେଇଁ କଏଦୀ ଫେରାର

ଭବାନୀପାଟଣା,୨୨।୪: କଳାହାଣ୍ଡି ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯାଇଥିବା ଜଣାପଡିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଫେରାର…

ମହିଳା ବିଲ୍‌ ଆଣିବା ପଛରେ ରହିଥିଲା ଛଳନା: ଜୟଦେବ ଜେନା

କେନ୍ଦୁଝର,୨୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସ୍ଥାନୀୟ କଂଗ୍ରେସ ଭବନ ଠାରେ ଜିଲା କଂଗ୍ରେସ ପକ୍ଷରୁ ମହିଳା ବିଲ ଓ ସୀମା ନିର୍ଦ୍ଧାରଣ ବିଲ୍‌କୁ ନେଇ ଏକ ପ୍ରେସ୍‌ମିଟ୍‌…

ଇରାନ-ଆମେରିକା ବିବାଦ ଉପରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଭାରତ ମଧ୍ୟସ୍ଥତା ଚେଷ୍ଟା….

ନୂଆଦିଲ୍ଲୀ,୨୨ା୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ଜର୍ମାନୀରେ ଭାଷଣ ଦେଇ ସେ…

ଅଟୋ ଓଲଟି ୭ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ୯ ଦିନ ପରେ ଅଭିଯୁକ୍ତ ଚାଳକଙ୍କୁ…

ଦିଗପହଣ୍ଡି,୨୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ବ୍ଲକ ବୀରମେଖପୁର ଗାଁ ନିକଟରେ ଗତ ୧୪ ତାରିଖ ଅପରାହ୍ନରେ ଅଟୋ (ନଂ. ଓଡି ୦୭ ବିବି -୯୧୨୧)…

ପ୍ରଚଣ୍ଡ ଖରା, ସୁନ୍ଦରଗଡ଼ ଜିଲାରେ ୨୭ ଯାଏ ସ୍କୁଲ ଛୁଟି ଘୋଷଣା

ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri