Posted inଫୁରସତ

ମହିଳାଙ୍କ ଅଜବ ସଉକ: ଚୁଟିରେ ସାପ ଗୁଡ଼ାଇ ଶପିଂ କରିବାକୁ ବାହାରିଲେ; ଭିଡିଓ ଦେଖିଲେ…

କଥାରେ ଅଛି ସଉକ ବଡ଼ ଜିନିଷ। କେହି କେହି ବୁଲିବାକୁ ଭଲପାଆନ୍ତି ତ କେହି କେହି ପୋଷାକକୁ ଭଲ ପାଆନ୍ତି। କାହାକୁ ଖାଇବାକୁ ଭଲ ଲାଗିଥାଏ ତ ଆଉ କାହାକୁ ଟଙ୍କା ରୋଜଗାର କରିବା ପସନ୍ଦ। ହେଲେ ଦୁନିଆରେ ଏଭଳି କିଛି ଲୋକ ଅଛନ୍ତି ଯେଉଁମାନଙ୍କ ସଉକ ବହୁତ ଅଜବ। ତାଙ୍କ ବିଷୟରେ ଜାଣିଲେ ଲୋକେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଠିକ୍‌ ଏପରି ଏକ ଭିଡିଓ ଏବେ ସୋସିଆଲ ମିଡଆରେ ଭାଇରାଲ ହେଉଛି। ଭିଡିଓଟିକୁ ଦେଖିଲେ ଆପଣ ବି କହିବେ ‘ସଉକ ଭାରି ବଡ଼ କଥା’।

ସାଧାରଣତଃ ସାପର ନାଁ ଶୁଣିଲେ ଡର ଲାଗିଥାଏ। ଆଖପାଖରେ କେବେ ସାପ ନଜର ଆସିଲେ ସେଠାରୁ ଦୌଡ଼ି ପଳାଇବା ଛଡ଼ା ଅନ୍ୟୋପାୟ ନ ଥାଏ। ହେଲେ ଭାଇରାଲ ହେଉଥିବା ଭିଡିଓରେ ଜଣେ ମହିଳା ସାପକୁ ଗୁଡ଼ାଇ ମୁଣ୍ଡରେ ଖୋସା କରିଥିବା ଦେଖାଯାଇଛି। ସେହିଭଳି ଅବସ୍ଥାରେ ସେ ଶପିଂ ମଲରେ ପହଞ୍ଚୁଛନ୍ତି। ଭୟ ତ ଦୂରର କଥା, ସେ ବେଶ ଆରାମରେ ସେଠାରେ କିଣାକିଣି କରୁଛନ୍ତି। କେହି ଜଣେ ମହିଳାଙ୍କୁ ଦେଖିବା ପରେ ଭିଡିଓ କରି ସୋସିଆଲ ମିଡିଆରେ ଛାଡ଼ିଥିଲେ। ଏବେ ତାହା ଭାଇରାଲ ହେବାରେ ଲାଗିଛି।

ଇନ୍‌ଷ୍ଟାଗ୍ରାମରେ ‘snakes.mania’ ନାମକ ଆକାଉଣ୍ଟରୁ ଏହାକୁ ଶେୟାର କରାଯାଇଛି। ଭିଡିଓକୁ ଇତି ମଧ୍ୟରେ ହଜାର ହଜାର ସଂଖ୍ୟାର ଲୋକ ଦେଖିସାରିଲେଣି। କେହି କେହି ଏହାକୁ ଦେଖି ବିଶ୍ୱାସ ହେଉନାହିଁ ବୋଲି ମଧ୍ୟ ମନ୍ତବ୍ୟ ଦେଉଛନ୍ତି।

 

 

View this post on Instagram

 

A post shared by Snakes Mania (@snakes.mania)


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?