ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା କରାଯାଇଛି । ଜ୍ୟେଷ୍ଠ ପୂର୍ଣ୍ଣିମା ମା ଲକ୍ଷ୍ଣୀଙ୍କ ପାଇଁ ସମର୍ପିତ । ତେଣୁ ଆଜିର ଦିନକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା କରାଯାଏ । ଜ୍ୟୋତିଷ ଶସ୍ତ୍ର ଅନୁଯାୟୀ, ଆଜି ଗ୍ରହ ନକ୍ଷେତ୍ର ମାନଙ୍କର ଏପରି ସଂଯୋଗ ଘଟୁଛି ଯାହା କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବ । ବିଶେଷ କରି ୪ଟି ରାଶି ପାଇଁ ଆଜି ଦିନଟି ଅତ୍ୟନ୍ତ ସୁଖ, ସମୃଦ୍ଧିରେ କଟିବ । ତେବେ ଚାଲନ୍ତୁ ଜାଣିବା ଉକ୍ତ ରାଶି ବିଷୟରେ ।

ମେଷ ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି କ୍ୟାରିୟରରେ ଏକ ନୂଆ ମୋଡ ଆସିବ । କିଛି ଲୋକଙ୍କୁ ନୂଆ ଚାକିରିର ଅଫର ମଧ୍ୟ ଆସିବ । ସେହିପରି ଆଉ କିଛି ଲୋକଙ୍କର ଇନ୍‌କମ୍‌ରେ ମଧ୍ୟ ସୁଧାର ଆସିବ । ଯେଉଁମାନେ ବ୍ୟବସାୟ କରୁଛନ୍ତୁ ତାଙ୍କୁ ଏକ ନୂଆ ଏବଂ ଜବରଦସ୍ତ ଡିଲ୍‌ ମିଳିବ ।

ମିଥୁନ ରାଶିର ଲୋକଙ୍କ ପାଇଁ ଆଜି ଦିନଟି ଆର୍ଥିକ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବ । ଅନେକ ଦିନରୁ ପଡି ରହିଥିବା କାର୍ଯ୍ୟ ସମାପ୍ତ ହେବ । ଆଜି ଆପଣ ପରିପାର ଏବଂ ପ୍ରିୟଜନଙ୍କ ସହିତ ଅଧିକା ସମୟ ବିତାଇବେ । ଯଦି ଆପଣ ଭବିଷ୍ୟତ ପାଇଁ କିଛି ଟଙ୍କା ନିବେଶ କରିବାକୁ ଯୋଜନା କରୁଛନ୍ତି ତେବେ ଏହି ସମୟ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହୋଇପାରିବ ।

ଧନୁ ରାଶିର ବ୍ୟକ୍ତି ବିଶେଷଙ୍କ ଜୀବନରେ ଏକ ନୂଆ ମୋଡ ଆସିବ ଯାହାକି ଆପଣଙ୍କ ଭାଗ୍ୟ ବଦଳାଇଦେବ । କିଛି କାର୍ଯ୍ୟକୁ ନେଇ ଅନେକ ଦିନ ଚିନ୍ତିରେ ଥିଲେ ଏବେ ତାହା ପୂରଣ ହୋଇଯିବ । କିଛି ଲୋକଙ୍କୁ ନୂଆ ଚାକିରି ମିଳିବାର ମଧ୍ୟ ସମ୍ଭାବନା ଅଛି ।

ତୁଳା ରାଶିର ବ୍ୟକ୍ତି ମାନଙ୍କ ପାଇଁ ମଧ୍ୟ ଜ୍ୟୋଷ୍ଠ ପୂର୍ଣ୍ଣିମା ବହୁତ ଶୁଭ ସାବ୍ୟସ୍ତ ହେବ । ଲକ୍ଷ୍ମୀ ଆପଣଙ୍କ ଉପରେ ପ୍ରସନ୍ନ ହୋଇଯିବେ । ଅଚାନାକ ଅର୍ଥ ପ୍ରାପ୍ତି ହେବ । କର୍ଜରୁ ମୁକ୍ତି ମିଳିବ । ନୂଆ କାମର ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?