ଛେରାପହଁରା କଲେ ଗଜପତି

ପୁରୀ ଅଫିସ,୧୪ା୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ ଶ୍ରୀଜୀଉ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିଲେ। ସ୍ନାନନୀତି ସମାପନ ପରେ ଛେରାପହଁରା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ଗଜପତି ଦିବ୍ୟସିଂ ଦେବ ଛେରାପହଁରା କରିଥିଲେ।

ନୀତିକାନ୍ତି ନିର୍ଘଣ୍ଟ ଅନୁଯାୟୀ ଛେରାପହଁରା ପରେ ଶ୍ରୀଜୀଉଙ୍କ ହାତୀବେଶ କରାଯିବ। ସନ୍ଧ୍ୟା ୬ଟାରୁ ରାତି ୯ଟା ୩୦ ପର୍ଯ୍ୟନ୍ତ ଚାଲିବ ସାହାଣ ମେଳା ଦର୍ଶନ। ଭକ୍ତମାନେ ବ୍ୟାରିକେଡରେ ଯାଇ ସ୍ନାନମଣ୍ଡପ ପାଖରେ ଶ୍ରୀଜୀଉଙ୍କ ହାତୀବେଶ ଦର୍ଶନ କରିପାରିବେ। ରାତି ୧୦ଟାରୁ ରାତି ଗୋଟାଏ ଭିତରେ ବାହୁଡ଼ା ପହଣ୍ଡି ପାଇଁ ସମୟ ନିର୍ଘଣ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ 29 ବଲ ରୁ 94 ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ 15 ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri