ବିନା ଭକ୍ତରେ ଶେଷ ହେଲା ବଳଦେବଜୀଉଙ୍କ ସ୍ନାନୋତ୍ସବ

କେନ୍ଦୁଝର,୨୪।୬(ସ୍ବ.ପ୍ର): କେନ୍ଦୁଝରର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ଦେବସ୍ନାନ ଉତ୍ସବ କୋଭିଡ କଟକଣା ମଧ୍ୟରେ ଗୁରୁବାର ପାଳିତ ହୋଇଯାଇଛି। ପ୍ରଥମେ ପାରମ୍ପରିକ ରୀତିନୀତିରେ ଶ୍ରୀ ଜିଉଙ୍କୁ ପହଣ୍ଡି କରି ସ୍ନାନ ବେଦୀକୁ ନିଆଯାଇଥିଲା। ସେଠାରେ ସୁଗନ୍ଧିତ ଜଳରେ ଶ୍ରୀ ଜିଉଙ୍କ ସ୍ନାନ କରାଯାଇ ପୂଜାର୍ଚ୍ଚନା କରାଯାଇଛି। ତେବେ ବିନା ଭକ୍ତରେ ଶ୍ରୀ ଜିଉ ଙ୍କ ସ୍ନାନ ଉତ୍ସବ ଅନୁଷ୍ଠିତ ହୋଇଛି। ତେବେ ଜିଲାଟି ବିଶେଷତଃ ଜଙ୍ଗଲିଆ ଅଞ୍ଚଳ ହୋଇଥିବାରୁ ପରମ୍ପରା ଅନୁସାରେ ଶାଳ ପତ୍ର ଉପରେ ତୁଳସୀ ପତ୍ର ଲଗାଇ ହାତୀ ବେଶ କରାଯାଇଥିବା ପହଣ୍ଡିଆ ସେବାୟତ ଦେବ ଦର୍ଶନ ଦାଶ କହିଛନ୍ତି। ଏହି ଉତ୍ସବରେ ୪୦ ପହଣ୍ଡିଆ ସେବାୟତ ନିୟୋଜିତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri