ଏଥର ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା

ପୁରୀ ଅଫିସ,୧୯ା୫: ଏଥର ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ଭକ୍ତମାନେ ସିଧାସଳଖ ସ୍ନାନଯାତ୍ରାରେ ସାମିଲ ହେବେ। ଶ୍ରୀଜିଉଙ୍କ ହାତୀ ବେଶ ପୂର୍ବରୁ ସ୍ନାନ ମଣ୍ଡପ ତଳେ ଓ ବେଶ ପରେ ଦୁଇ ଘଣ୍ଟା ମଣ୍ଡପ ଉପରକୁ ଯାଇ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ।
ସେହିପରି ଶ୍ରୀକ୍ଷେତ୍ର ଭଉଁରୀ ଓ ରଥଯାତ୍ରା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ହୋଇଛି । ବିଭିନ୍ନ ନିଯୋଗ ସହ ପୃଥକ୍‌ ଭାବେ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଓ ଜିଲାପାଳ ସମର୍ଥ ବର୍ମା । ମହାପ୍ରଭୁଙ୍କ ନୀତିକାନ୍ତିକୁ କିଭଳି ଶୃଙ୍ଖଳିତ ଭାବେ ସମ୍ପାଦନ କରାଯିବ ସେନେଇ ବୈଠକରେ ଆଲୋଚନା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri