ଏଥର ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା

ପୁରୀ ଅଫିସ,୧୯ା୫: ଏଥର ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ଭକ୍ତମାନେ ସିଧାସଳଖ ସ୍ନାନଯାତ୍ରାରେ ସାମିଲ ହେବେ। ଶ୍ରୀଜିଉଙ୍କ ହାତୀ ବେଶ ପୂର୍ବରୁ ସ୍ନାନ ମଣ୍ଡପ ତଳେ ଓ ବେଶ ପରେ ଦୁଇ ଘଣ୍ଟା ମଣ୍ଡପ ଉପରକୁ ଯାଇ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ।
ସେହିପରି ଶ୍ରୀକ୍ଷେତ୍ର ଭଉଁରୀ ଓ ରଥଯାତ୍ରା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ହୋଇଛି । ବିଭିନ୍ନ ନିଯୋଗ ସହ ପୃଥକ୍‌ ଭାବେ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଓ ଜିଲାପାଳ ସମର୍ଥ ବର୍ମା । ମହାପ୍ରଭୁଙ୍କ ନୀତିକାନ୍ତିକୁ କିଭଳି ଶୃଙ୍ଖଳିତ ଭାବେ ସମ୍ପାଦନ କରାଯିବ ସେନେଇ ବୈଠକରେ ଆଲୋଚନା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?