ସ୍ନେହାଙ୍ଗୀନି ଛୁରିଆ ବିଜେଡି ମହିଳା ସଭାନେତ୍ରୀ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)- ବିଜୁ ଜନତା ଦଳର ମହିଳା ସଭାନେତ୍ରୀ ଭାବେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗୀନି ଛୁରିଆଙ୍କୁ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଥିବା ଗୁରୁବାର ବିଜେଡି ପକ୍ଷରୁ ଜାରି କରାଯାଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ସ୍ନେହାଙ୍ଗୀନି ୨ଥର ବିଧାୟକ ହୋଇଥିବା ବେଳେ ଥରେ ମନ୍ତ୍ରୀ ହୋଇଛନ୍ତି। ସାଙ୍ଗଠନିକ କ୍ଷେତ୍ରରେ ତାଙ୍କର ଦକ୍ଷତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri