ଖୋଲି କହିଦେଲେ ସ୍ନେହାଙ୍ଗିନୀ, ଜିତିବା ହାରିବା ଅଲଗା କଥା କିନ୍ତୁ ମୁଁ…

ନୂଆପଡ଼ା,୧୬ା୧୦: ନୂଆପଡ଼ା ଉପନିର୍ବାଚନକୁ ନେଇ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ମନର କଥା ଖୋଲି କହିଛନ୍ତି। ସେ କହିଛନ୍ତି, ମୁଁ ଓଡ଼ିଶା ସାରା ବୁଲୁଛି, ପାଖ ଦୂର କିଛି ନୁହେଁ, ବାହାରିଆ ବି ମୁଁ ନୁହେଁ। ମୁଁ ପ୍ରାର୍ଥୀ ବାଛିବା କମିଟିରେ ଥିଲି, କିନ୍ତୁ ସହମତିରେ ମତେ ପ୍ରାର୍ଥୀ କରାଯାଇଛି।

ଅନ୍ୟପକ୍ଷରେ ଶ୍ରୀମୟୀ ମିଶ୍ର ଓ ଜୟ ଢୋଲକିଆଙ୍କୁ ସମାଲୋଚନା କରି ସ୍ନେହାଙ୍ଗିନୀ କହିଛନ୍ତି, ଜୟ ଢୋଲକିଆ ବାପାଙ୍କ ସ୍ବାଭିମାନକୁ ଜଳାଞ୍ଜଳି ଦେଇ ମୁଣ୍ଡ ବିକ୍ରି କରିଛନ୍ତି। ରାଜୁ ଭାଇ ଢୋଲକିଆଙ୍କ ସହିତ ଲୋକଙ୍କ ଇମୋଶନ ଅଛ। ଜୟ ଢୋଲକିଆଙ୍କୁ ଅନୁକମ୍ପା ଭୋଟ୍‌ ମିଳିବନି। ଶ୍ରୀମୟୀ ନା ଜଣେ ନାମୀଦାମୀ ନେତ୍ରୀ ନା ସେ ଓ୍ବାର୍ଡ ମେମ୍ବର କ’ଣ ଜିତିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ସ୍ନେହାଙ୍ଗିନୀ।

ଡିଲ୍‌କୁ ନେଇ ସେ କହିଛନ୍ତି, କିଏ କାହା ସହ ଡିଲ୍‌ କରିଛି ତାହା ସମସ୍ତେ ଜାଣିଛନ୍ତି। ବିଜେଡି କାହା ସହିତ ସାଲିସ କରିନାହିଁ, କଂଗ୍ରେସ ସହ ଆଦିବାସୀ ନାହାନ୍ତି। ଲମ୍ବୋଦର ନିଆଲ ଦଳ ଛାଡ଼ିବା ବିଜେଡିରେ କୌଣସି ପ୍ରଭାବ ପକାଇବ ନାହିଁ। ଜିତିବା ହାରିବା ଅଲଗା କଥା କିନ୍ତୁ ମୁଁ ନିର୍ବାଚନ ଲଢ଼ିବି ବୋଲି କହିଛନ୍ତି ସ୍ନେହାଙ୍ଗିନୀ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri