ଖୋଲି କହିଦେଲେ ସ୍ନେହାଙ୍ଗିନୀ, ଜିତିବା ହାରିବା ଅଲଗା କଥା କିନ୍ତୁ ମୁଁ…

ନୂଆପଡ଼ା,୧୬ା୧୦: ନୂଆପଡ଼ା ଉପନିର୍ବାଚନକୁ ନେଇ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ମନର କଥା ଖୋଲି କହିଛନ୍ତି। ସେ କହିଛନ୍ତି, ମୁଁ ଓଡ଼ିଶା ସାରା ବୁଲୁଛି, ପାଖ ଦୂର କିଛି ନୁହେଁ, ବାହାରିଆ ବି ମୁଁ ନୁହେଁ। ମୁଁ ପ୍ରାର୍ଥୀ ବାଛିବା କମିଟିରେ ଥିଲି, କିନ୍ତୁ ସହମତିରେ ମତେ ପ୍ରାର୍ଥୀ କରାଯାଇଛି।

ଅନ୍ୟପକ୍ଷରେ ଶ୍ରୀମୟୀ ମିଶ୍ର ଓ ଜୟ ଢୋଲକିଆଙ୍କୁ ସମାଲୋଚନା କରି ସ୍ନେହାଙ୍ଗିନୀ କହିଛନ୍ତି, ଜୟ ଢୋଲକିଆ ବାପାଙ୍କ ସ୍ବାଭିମାନକୁ ଜଳାଞ୍ଜଳି ଦେଇ ମୁଣ୍ଡ ବିକ୍ରି କରିଛନ୍ତି। ରାଜୁ ଭାଇ ଢୋଲକିଆଙ୍କ ସହିତ ଲୋକଙ୍କ ଇମୋଶନ ଅଛ। ଜୟ ଢୋଲକିଆଙ୍କୁ ଅନୁକମ୍ପା ଭୋଟ୍‌ ମିଳିବନି। ଶ୍ରୀମୟୀ ନା ଜଣେ ନାମୀଦାମୀ ନେତ୍ରୀ ନା ସେ ଓ୍ବାର୍ଡ ମେମ୍ବର କ’ଣ ଜିତିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ସ୍ନେହାଙ୍ଗିନୀ।

ଡିଲ୍‌କୁ ନେଇ ସେ କହିଛନ୍ତି, କିଏ କାହା ସହ ଡିଲ୍‌ କରିଛି ତାହା ସମସ୍ତେ ଜାଣିଛନ୍ତି। ବିଜେଡି କାହା ସହିତ ସାଲିସ କରିନାହିଁ, କଂଗ୍ରେସ ସହ ଆଦିବାସୀ ନାହାନ୍ତି। ଲମ୍ବୋଦର ନିଆଲ ଦଳ ଛାଡ଼ିବା ବିଜେଡିରେ କୌଣସି ପ୍ରଭାବ ପକାଇବ ନାହିଁ। ଜିତିବା ହାରିବା ଅଲଗା କଥା କିନ୍ତୁ ମୁଁ ନିର୍ବାଚନ ଲଢ଼ିବି ବୋଲି କହିଛନ୍ତି ସ୍ନେହାଙ୍ଗିନୀ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

ଆଗେ ଆଗେ ଦନ୍ତା, ପଛେ ପଛେ ଲୋକେ- ବନ ବିଭାଗ କର୍ମଚାରୀ, ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ଆନନ୍ଦପୁର ୬।୬(ସୁଶାନ୍ତ କୁମାର ସାହୁ ): ଗାଁ ପରେ ଗାଁ ବୁଲୁଛି ଦନ୍ତା । ଆଗେ ଆଗେ ଦନ୍ତା ପଛେ ପଛେ ସ୍ଥାନୀୟ ଲୋକେ ଓ ବନ…

‘ଏବେଠାରୁ ସଚେତନ ନ ରହିଲେ ଭବିଷ୍ୟତ ପିଢ଼ି ପାଇଁ ସ୍ଥିତି ହେବ ଭୟଙ୍କର’

ମହାକାଳପଡ଼ା,୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବେଣାକନ୍ଧାସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବ୍‌ ଜାତୀୟ ସବୁଜ ବାହିନୀ ପକ୍ଷରୁ ୫୪ ତମ ବିଶ୍ୱ…

ଦଳରେ ବିଦ୍ରୋହ ଭିତରେ ମମତା ଖେଳିଲେ ବଡ଼ ଚାଲ୍‌, ଅଭିଷେକ ବାନାର୍ଜୀଙ୍କୁ ଘୋଷଣା କଲେ…

ନୂଆଦିଲ୍‌ଲୀ,୬।୬: ବିଧାୟକମାନଙ୍କ ବିଦ୍ରୋହ ମଧ୍ୟରେ ଟିଏମସି (TMC) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମମତା ବାନାର୍ଜୀ ଏହି ନୂତନ ସଙ୍ଗଠନରେ…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ଲକ୍ଷ ଲକ୍ଷ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ, ୬।୬: ଗୋଟିଏ ପଟେ କେନ୍ଦ୍ରୀୟ କର୍ମଚାରୀମାନେ ଦୀର୍ଘ ଦିନ ହେବ ଅଷ୍ଟମ ବେତନ କମିଶନ (8th Pay Commission) ଅଧୀନରେ ମହଙ୍ଗା ଭତ୍ତା (DA) ଏବଂ…

ଆଜିଠାରୁ ‘ମୃତ୍ୟୁ ପଞ୍ଚକ’ ଆରମ୍ଭ: ସ୍ବପ୍ନରେ ଏହି ୭ଟି ଜିନିଷ ଦେଖିଲେ ହୋଇଯାଆନ୍ତୁ ସାବଧାନ, ଘଟିପାରେ ବଡ଼ ଅଘଟଣ!

ସନାତନ ଧର୍ମରେ ମୃତ୍ୟୁ ପଞ୍ଚକର ଏକ ବିଶେଷ ମହତ୍ତ୍ୱ ରହିଛି, ଯାହାକୁ କ୍ଷତିକାରକ ଓ କଷ୍ଟଦାୟକ ବୋଲି ମାନିଥାନ୍ତି। ଯେତେବେଳେ ବି ପଞ୍ଚକ ଶନିବାର ଦିନରୁ ଆରମ୍ଭ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri