‘ମଲିକା-ଇ-ତାଜ’ରେ ସ୍ନେହାଶ୍ରୀ ପ୍ରଥମ ରନର୍ସ ଅପ୍‌

ପୁରୁଣା ଭୁବନେଶ୍ୱର,୬ା୧୧(ଡି.ଏନ୍‌.ଏ.): ଆଗ୍ରାରେ ଅନୁଷ୍ଠିତ ହୋଇଥିବା ମଲିକା-ଇ-ତାଜ୍‌ ସିଜନ-୨ ମଡେଲିଂରେ ପ୍ରଥମ ରନର୍ସ ଅପ ଭାବେ ୧୪ବର୍ଷୀୟା ଓଡ଼ିଆ ଝିଅ ପୁରୁଣା ଭୁବନେଶ୍ୱର ଅଞ୍ଚଳର ସ୍ନେହାଶ୍ରୀ ସାହୁ କୃତିତ୍ୱ ଅର୍ଜନ କରିଛନ୍ତି। ଗତ ୧ତାରିଖରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବଲିଉଡ୍‌ କଳାକାର ପାରୁଲ ଚୌହାନ ସ୍ନେହାଶ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ରାଜସ୍ଥାନ, କାନପୁର, ଆଗ୍ରା, ମହାରାଷ୍ଟ୍ର, ଓଡ଼ିଶାରୁ ୫୦ଜଣ ପ୍ରତିଯୋଗୀ ଏଥିରେ ଅଂଶଗ୍ରହଣ କରିଥିଲେ। ସୂଚନାଥାଉ କି, ଚଳିତବର୍ଷ ସ୍ନେହାଶ୍ରୀ ମାଲେସିଆରେ ଅନୁଷ୍ଠିତ ମିସ୍‌ ଲିଟିଲ କୁଇନ ଅଫ୍‌ ଦି ର଼୍ୟାମ୍ପ ଇଣ୍ଟରନ୍ୟାଶନାଲ ଗ୍ଲୋବାଲ ଓ୍ବିନର, ଗ୍ଲୋବାଲ ଆଇକନ ଏବଂ ବେଷ୍ଟ ଇଣ୍ଟରନ୍ୟାଶନାଲ କଷ୍ଟ୍ୟୁମ ଲିଟିଲ କୁଇନ୍‌ ଅଫ୍‌ ଦି ର଼୍ୟାମ୍ପ ଇଣ୍ଟରନ୍ୟାଶନାଲ-୨୦୨୦ର ବିଜେତା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏସ୍‌ଆର୍‌ସି ନିଷ୍ପତ୍ତି ନେବେ

କଟକ ଅଫିସ,୩୦।୧୦: ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ରାଜ୍ୟରେ ସବୁଜ ବାଣ ବିକ୍ରିନେଇ ନିଷ୍ପତ୍ତି ନେବେ। ଏନେଇ ଶନିବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବ୍ୟବସାୟୀଙ୍କ...

ବାଘଛାଲ, ହାଡ଼ ଜବତ ଘଟଣା: କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଲେ ରେଞ୍ଜର

ନୟାଗଡ଼ ଅଫିସ/ରଣପୁର,୧୬।୬(ସ୍ବ.ପ୍ର.): ବାଘଛାଲ, ହାଡ଼ ଜବତ ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଖୋର୍ଦ୍ଧା ବନଖଣ୍ଡ ରଣପୁର ରେଞ୍ଜର ବନ କର୍ମଚାରୀ ମଙ୍ଗଳବାର ନାୟଗଡ ଜିଲା ବାଉଁଶଗଡ଼ କ୍ୱାରାଣ୍ଟାଇନ୍‌...

ବେଦାନ୍ତ ଖଣିରୁ ଜଳ ନମୁନା ସଂଗ୍ରହ କଲା ସିପିସିବି

ଯାଜପୁର ଅଫିସ,୧୭ା୯: ବେଦାନ୍ତ ଫାକର ଓସ୍ତପାଳ କ୍ରୋମାଇଟ ଖଣିରୁ ପ୍ରାୟ ୧୫ ଲକ୍ଷ ଘନମିଟର ବର୍ଜ୍ୟଜଳ ଡମଶାଳା ନାଳାକୁ ବିନା ଟ୍ରିଟମେଣ୍ଟରେ ଛାଡ଼ିବା ମାମଲାରେ ସିପିସିବି(ସେଣ୍ଟ୍ରାଲ...

ନୂଆ ସଫେଇ ସଂସ୍ଥାକୁ ନେଇ ବଢୁଛି ଅସନ୍ତୋଷ

ଭୁବନେଶ୍ୱର, ୩।୯ (ବ୍ୟୁରୋ): ପରିମଳ ବ୍ୟବସ୍ଥାକୁ ନେଇ ବାରମ୍ବାର ସମାଲୋଚନାର ଶିକାର ହେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ତଥାପି ଏହାକୁ ଗୁରୁତର ସହ ନ...

ମିଲେଟ୍‌ ପ୍ରସାର ପାଇଁ ଏମ୍‌ଓୟୁ

ଭୁବନେଶ୍ୱର,୪ା୧(ବ୍ୟୁରୋ): ବିଶ୍ୱବ୍ୟାପୀ ମିଲେଟ୍‌କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ତରଫରୁ ୨୦୨୩ ବର୍ଷକୁ ଆନ୍ତର୍ଜାତିକ ମିଲେଟ୍‌ ବର୍ଷ ଭାବରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ...

କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୫।୪: କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅଭିନେତା ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ସହ ପାରିବାରିକ...

ଉଛୁଳିଲା ଜମ୍ଭୀରା ନଦୀ

ବାରିପଦା ଅଫିସ,୨୩ା୯:  ଲଘୁଚାପ ଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲାର ତିନୋଟି ବ୍ଳକ ଅଞ୍ଚଳ ପ୍ରଭାବିତ ହୋଇଛି। ରାସଗୋବିନ୍ଦପୁର, ଶୁଳିଆପଦା ଓ ମୋରଡ଼ା ବ୍ଲକର ବିଭିନ୍ନ ଗ୍ରାମରେ...

ରାଜଧାନୀରେ ବିଗୁଡ଼ୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୧୯୧ ଆକ୍ରାନ୍ତ; ଖଣ୍ଡଗିରି-ପଟିଆରୁ ସର୍ବାଧିକ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଦିନକୁ ଦିନ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୧୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

Advertisement
Archives

Model This Week