‘ମଲିକା-ଇ-ତାଜ’ରେ ସ୍ନେହାଶ୍ରୀ ପ୍ରଥମ ରନର୍ସ ଅପ୍‌

ପୁରୁଣା ଭୁବନେଶ୍ୱର,୬ା୧୧(ଡି.ଏନ୍‌.ଏ.): ଆଗ୍ରାରେ ଅନୁଷ୍ଠିତ ହୋଇଥିବା ମଲିକା-ଇ-ତାଜ୍‌ ସିଜନ-୨ ମଡେଲିଂରେ ପ୍ରଥମ ରନର୍ସ ଅପ ଭାବେ ୧୪ବର୍ଷୀୟା ଓଡ଼ିଆ ଝିଅ ପୁରୁଣା ଭୁବନେଶ୍ୱର ଅଞ୍ଚଳର ସ୍ନେହାଶ୍ରୀ ସାହୁ କୃତିତ୍ୱ ଅର୍ଜନ କରିଛନ୍ତି। ଗତ ୧ତାରିଖରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବଲିଉଡ୍‌ କଳାକାର ପାରୁଲ ଚୌହାନ ସ୍ନେହାଶ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ରାଜସ୍ଥାନ, କାନପୁର, ଆଗ୍ରା, ମହାରାଷ୍ଟ୍ର, ଓଡ଼ିଶାରୁ ୫୦ଜଣ ପ୍ରତିଯୋଗୀ ଏଥିରେ ଅଂଶଗ୍ରହଣ କରିଥିଲେ। ସୂଚନାଥାଉ କି, ଚଳିତବର୍ଷ ସ୍ନେହାଶ୍ରୀ ମାଲେସିଆରେ ଅନୁଷ୍ଠିତ ମିସ୍‌ ଲିଟିଲ କୁଇନ ଅଫ୍‌ ଦି ର଼୍ୟାମ୍ପ ଇଣ୍ଟରନ୍ୟାଶନାଲ ଗ୍ଲୋବାଲ ଓ୍ବିନର, ଗ୍ଲୋବାଲ ଆଇକନ ଏବଂ ବେଷ୍ଟ ଇଣ୍ଟରନ୍ୟାଶନାଲ କଷ୍ଟ୍ୟୁମ ଲିଟିଲ କୁଇନ୍‌ ଅଫ୍‌ ଦି ର଼୍ୟାମ୍ପ ଇଣ୍ଟରନ୍ୟାଶନାଲ-୨୦୨୦ର ବିଜେତା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇଙ୍କୁ ହାଣିଲେ ଭାଇ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ବାଲିପାଟଣା ଥାନା ସରାଟ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇଙ୍କୁ ହାଣିଛନ୍ତି ଆଉ ଜଣେ ଭାଇ। ଫଳରେ...

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ବାରିପଦା ଅଫିସ, ୧୧ା୪-ମୟୂରଭଞ୍ଜ ଜିଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜିଲାର ବିିଭିନ୍ନ ସ୍ଥାନରେ ଅସହାୟ ଲୋକମାନଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ ବଣ୍ଟନ...

ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ହଲ୍‌କୁ ମୋବାଇଲ ଫୋନ୍‌ ମନା; ପ୍ରଶ୍ନପତ୍ର ଲିକ୍‌, କପି ରୋକିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାକୁ ପୂର୍ଣ୍ଣ ଶୃଙ୍ଖଳିତ କରିବା ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି କରାଯାଇଛି। ଏଥିନିମନ୍ତେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ...

ଆରମ୍ଭ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଶୁକ୍ରବାର ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନ ଆରମ୍ଭରେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ...

ଭିତ୍ତିଭୂମି ଅଭାବରୁ ରକ୍ତ ସଂଗ୍ରହରେ ବାଧା

ବାରିପଦା ଅଫିସ,୧୫ା୪- ମୟୂରଭଞ୍ଜ ଜିଲାରେ ଥିବା ରକ୍ତ ଭଣ୍ଡାର ଜରିଆରେ ବହୁ ରୋଗୀ ଉପକୃତ ହେଉଛନ୍ତି। ଆବଶ୍ୟକତା ଠାରୁ ଅଧିକ ରକ୍ତ ସଂଗୃହିତ ହେଉଥିବା ବେଳେ...

୨ ଅଫିସରଙ୍କୁ ପିଟିଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ, ୨୧ା୧-ମୟୂରଭଞ୍ଜ ଭାଜପା ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଶୁକ୍ରବାର ବାରିପଦା ସ୍ଥିତ ତାଙ୍କ କାର୍ଯ୍ୟାଳୟକୁ...

ଭିନ୍ନକ୍ଷମ ଲଳିତାଙ୍କୁ ମିଳିନି ଆବାସ ଯୋଜନାରେ ଘର

ଲାଠୋର, ୯ା୧୦ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ଚାଉଲଡିଆ ଗ୍ରାମର ଭିନ୍ନକ୍ଷମ ଲଳିତା ରଣା(୩୫)। ସ୍ବାମୀ ଶୋଭାକର ରଣା(୪୫), ଗୋଟିଏ...

ଆଜି ବର୍ଷର ଶେଷ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ସନ୍ଧ୍ୟା ୫ଟା ୩୦ ମିନିଟ୍‌ରେ ହେବାକୁ ଥିବା...

Advertisement
Archives

Model This Week