ଭିଡ଼ରେ କରୋନା ରୋଗୀଙ୍କୁ ଚିହ୍ନଟ କରିବ ସ୍ନିପର ଡଗ୍‌ !

ଦୁବଇ,୯।୭: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱବାସୀଙ୍କ ନିଦ ହଜାଇ ଦେଇଛି। କାରଣ ଏହି ରୋଗର ସଠିକ୍‌ ଚିକିତ୍ସା ନ ଥିବାରୁ ଏବେ ଏହାକୁ ମହାମାରୀ ବୋଲି କୁହାଯାଉଛି। ବଡ କଥା ହେଲା କରୋନାର ଲକ୍ଷଣ ଭିନ୍ନ ଭିନ୍ନ ହୋଇଥିବା ବେଳେ ଏହାକୁ ଏତେ ସହଜରେ ଚିହ୍ନଟ କରାଯାଇ ପାରୁନାହିଁ। ଆଉ ଏହି ସମୟ ମଧ୍ୟରେ ଏହା ବହୁ ଲୋକଙ୍କୁ ସଂକ୍ରମିତ କରୁଛି। ତେଣୁ ଦିନକୁ ଦିନ ସାରା ବିଶ୍ୱରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ୟୁଏଇରେ ଏବେ ଭିଡ ସ୍ଥାନରେ କରୋନା ରୋଗୀଙ୍କୁ ଚିହ୍ନଟ କରିବାକୁ ସ୍ନିପର ଡଗ୍‌ର ସାହାଯ୍ୟ ନିଆଯିବ ବୋଲି ସରକାର ଚିନ୍ତା କରିଛନ୍ତି। ୟୁନାଇଟେଡ ଅରବ ଏମିରେଟ୍ସର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ କେ ୯ ପୋଲିସ କୁକୁର ଉପରେ ପରୀକ୍ଷଣ ସମ୍ପୂର୍ଣ୍ଣ କରିଥିବା ସୂଚନା ଦେଇଛି। ଏବେ ଏହି କୁକୁରକୁ କୋଭିଡ-୧୯ ସଂକ୍ରମଣ ରାକିବାକୁ ବ୍ୟବହାର କରାଯିବ ବୋଲି କୁହାଯାଇଛି। ଆଘ୍ରାଣ ଦ୍ୱାରା କୁକୁର ଭିଡ ଭିତରେ କୋଭିଡ- ୧୯ ରୋଗୀଙ୍କୁ ଚିହ୍ନଟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri