ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି

ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି ରହିଛି। ମଙ୍ଗଳବାର ସକାଳ ୮ ସୁଦ୍ଧା ତାପମାତ୍ରା ୩.୫ ଡିଗ୍ରୀରେ ପହଞ୍ଚିଛି । ସୋମବାର ତାପମାତ୍ରା ୪ ଡିଗ୍ରୀ ରହିଥିଲା। ଦିନକୁ ଦିନ ପାରଦ ତଳକୁ ଖସୁଥିବା ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର କହିଛନ୍ତି।

ଶୀତ ସହ କୋହଲା ପବନ ହେଉଥିବାରୁ ଜନଜୀବନ ଅସ୍ତବ୍ୟସ୍ଥ ହୋଇପଡ଼ିଛନ୍ତି। ଅନ୍ୟପକ୍ଷେ ଦ୍ୱିତୀୟ ଦିନରେ କାର୍‌, ଚାଳ ଛପର, ଆଜିବେଷ୍ଟସ ଓ ଖୋଲାସ୍ଥାନରେ ତୁଷାରର ଧଳା ଆସ୍ତରଣ ଦେଖିବାକୁ ମିଳିଛି। ବ୍ଲକର ସିମନବାଡ଼ି ସମେତ ଦାରିଙ୍ଗବାଡ଼ି, କିରିକୁଟି, ବାଡାବାଙ୍ଗା, ପର୍ତ୍ତମାହା, ଗ୍ରୀନବାଡ଼ି,ସିଆଙ୍ଗବାଲି, ଭ୍ରମରବାଡ଼ି, ଦାସିଂବାଡ଼ି ଆଦି ପଞ୍ଚାୟତ ଅଞ୍ଚଳରେ ତୁଷାରପାତ ହୋଇଛି। ଅସହ୍ୟ ଶୀତ ଯୋଗୁ ଶ୍ରମିକମାନେ ନିଜ କାମଧନ୍ଦା ପାଇଁ ବାହାରକୁ ବାହାରିବା କଷ୍ଟକର ହେଉଛି। ଗରିବ ଶ୍ରେଣୀର ପରିବାର ନିଆଁ ଜାଳି ଚାରିପାଖେ ବସି ରହୁଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri