Posted inଜାତୀୟ

ସିକିମରେ ତୁଷାରପାତ: ଅଟକି ରହିଛନ୍ତି ୯୦୦ ପର୍ଯ୍ୟଟକ, ଉଦ୍ଧାର କାର୍ଯ୍ୟ ଜାରି…

ଗାଙ୍ଗଟକ,୧୨।୩ : ସିକିମରେ ପ୍ରବଳ ତୁଷାରପାତ ଯୋଗୁ ପ୍ରାୟ ୯୦୦ ପର୍ଯ୍ୟଟକ ରାସ୍ତାରେ ଅଟକି ରହିଛନ୍ତି। ସେମାନେ ୮୯ଟି ଗାଡିରେ ଶନିବାର ସନ୍ଧ୍ୟାରେ ନାଥୁ ଲା ଏବଂ ସୋମଗୋ ହ୍ରଦଠାରୁ ଗାଙ୍ଗଟକକୁ ଫେରୁଥିଲେ। ସେନା ସହିତ ପୋଲିସ ମିଳିତ ଭାବେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ ଏପର୍ଯ୍ୟନ୍ତ ୧୫ ଟି ଯାନକୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି। ଗାଙ୍ଗଟକ ଠାରୁ ୪୨ କିଲୋମିଟର ଦୂର ରାସ୍ତାରେ ପର୍ଯ୍ୟଟକମାନେ ଅଟକି ରହିଛନ୍ତି।

ରାସ୍ତାରେ ଜମିଥିବା ବରଫକୁ ଧୀରେ ଧୀରେ ସଫା କରାଯାଉଛି ଏବଂ ପର୍ଯ୍ୟଟକଙ୍କୁ ସ୍ଥାନାନ୍ତର କରାଯାଉଛି। କିଛି ପର୍ଯ୍ୟଟକ ନିକଟସ୍ଥ ସେନା ଶିବିରରେ ରହିବେ ବୋଲି ଅଧିକାରୀ କହିଛନ୍ତି। ପୂର୍ବ ସିକିମରେ ପ୍ରବଳ ତୁଷାରପାତ ଯୋଗୁ ପ୍ରଶାସନ କିଛି ଦିନ ପୂର୍ବରୁ ନା ଥୁଲା ଏବଂ ସୋମଗୋ ହ୍ରଦ ପାଇଁ ପାସ ପ୍ରଦାନ ବନ୍ଦ କରି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି।…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri