ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ଦାରିଙ୍ଗବାଡି: ପଡୁଛି ତୁଷାରପାତ, ଏହି ସବୁ ଅଞ୍ଚଳରେ…

ଦାରିଙ୍ଗବାଡି, ୮ /୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ଶୀତ ଲେଉଟିଛି । ଗତ ୨ ଦିନ ହେଲା ଦାରିଙ୍ଗବାଡି ସମେତ ସିମନବାଡି, ଶ୍ରାନିକେତା, ସିଆଙ୍ଗବାଲି, ଦାସିଙ୍ଗବାଡି, ସୋନପୁର, ସିର୍କାବର୍ଗ, ଦନେକବାଡି, କିରିକୁଟି, ବାଡାବାଙ୍ଗା ଆଦି ଅଞ୍ଚକରେ ଅସହ୍ୟ ଜାଡ଼ ଅନୁଭୂତ ହୋଇଛି । ଏପରିକି ସିମନବାଡି, ଦାରିଙ୍ଗବାଡିରେ ରହିଥିବା ଚାଷ ଜମି ପାଳ ଗଦା ଉପରେ ତୁଷାରପାତ ହୋଇଥିବା ଦେଖିବାକୁ ମିଳୁଛି । ଅସହ୍ୟ ଜାଡ଼ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ତାପମାତ୍ରା ୭ ଡିଗ୍ରୀ ତଳେ ରହିଥିବା କୁହାଯାଇଛି । ବିଭିନ୍ନ ସ୍ଥାନରେ ଅପରାହ୍ନ ଠାରୁ ଏହି ଶୀତ ଆରମ୍ଭ ହୋଇ ପରଦିନ ସକାଳ ୧୦ଟା ପର୍ଯ୍ୟନ୍ତ ଜାଡ଼ ଅନୁଭୂତ ହେଉଛି । ପାଣିରେ ହାତ ଦେଇ ହେଉନଥିବା ଲୋକ ପ୍ରତିକ୍ରିୟା ରଖିଛନ୍ତି । ସନ୍ଧ୍ୟା ହେଲେ ନିଆଁର ସହାୟତା ନେବାକୁ ପଡୁଛି। ଗରୀବ ରେଖା ତଳେ ରହିଥିବା ଲୋକଙ୍କ ପାଇଁ ଶୀତ କଷ୍ଟ ଆଣିଥିବା ବେଳେ ପର୍ଯ୍ୟଟକ ଏହି ଶୀତର ମଜା ନେଉଛନ୍ତି। ସେହିପରି ଶୀତକୁ ନେଇ ଶୀତ ମହୋତ୍ସବ ଅନୁଷ୍ଠିତ ହେଉଥିବା ବେଳେ ଆଜି ସନ୍ଧ୍ୟା ଠାରୁ ଏହାର ଶୁଭାରମ୍ଭ ହେବ। ପର୍ଯ୍ୟଟକ ଓ ଜିଲା ଓ ଜିଲ୍ଲା ବାହାରୁ ଆସୁଥିବା ପର୍ଯ୍ୟଟକ, ଦର୍ଶକ ହଜାର ସଂଖ୍ୟାରେ ମହୋତ୍ସବରେ ଯୋଗଦାନ କରିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ସୂଚନା ଯୋଗ୍ୟ ଯେ, ପ୍ରତିବର୍ଷ ଏହି ସମୟରେ ଗୋଟିଏ ସପ୍ତାହ ଧରି ପ୍ରବଳ ଶୀତ ସହ ତୁଷାରପାତ ହେଉଥିବା ନଜିର ରହିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri