Odisha Elections 2024
Posted inଜାତୀୟ

୫ ବର୍ଷରେ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ଏତିକି କୋଟି…

ନୂଆଦିଲ୍ଲୀ,୨୧ା୭: ବିଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନେକ ଥର ବିଦେଶ ଗସ୍ତ କରିଛନ୍ତି। ତେବେ ଏହି ବିଦେଶ ଗସ୍ତରେ ମୋଟ୍‌ ୨୫୪.୮୭ କୋଟି ଟଙ୍କା ଖର୍ଚ୍ଚ ହୋଇଛି ବୋଲି ସରକାର ରାଜ୍ୟସଭାରେ ରିପୋର୍ଟ ଦେଇଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରୀ ଭି.ମୁରଲୀଧରନ ଉଚ୍ଚ ସଦନକୁ ଏକ ଲିଖିତ ଉତ୍ତରରେ କହିଛନ୍ତି, ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ଯାତ୍ରା ପାଇଁ ମୋଟ୍‌ ୨,୫୪,୮୭,୦୧,୩୭୩ ଟଙ୍କା ଖର୍ଚ୍ଚ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନଡିଏରେ ସାମିଲ ହେଲେ ଦାଗି ନେତାଙ୍କ ପ୍ରତି ସଫ୍ଟ ହୋଇ ଯାଉଛି କେନ୍ଦ୍ରୀୟ ଏଜେନ୍ସି? ଜବାବ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ପାଇଁ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି। ୪୦୦ ଟି ଆସନ ଲକ୍ଷ୍ୟ ହାସଲ କରିବା ପାଇଁ ଭାରତୀୟ ଜନତା...

ଆରମ୍ଭ ହେଲା ହୋମ ଭୋଟିଂ, ୧୦୨୨ ଭୋଟର ଘରେ ଭୋଟ ଦେବାକୁ ବାଛିଲେ ବିକଳ୍ପ

ନୂଆଦିଲ୍ଲୀ,୧୬।୫: ମେ ୨୫ରେ ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଗୁରୁଗ୍ରାମ ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ଗୁରୁଗ୍ରାମର କୌଣସି...

ପୋଲିସକୁ ବୟାନ ଦେଲେ ଶ୍ୱାତି ମାଲିଓ୍ବାଲ, କହିଲେ ସମ୍ପୂର୍ଣ୍ଣ ଘଟଣାକ୍ରମ

ନୂଆଦିଲ୍ଲୀ,୧୬।୫: ଦୀର୍ଘ ସମୟର ଅପେକ୍ଷା କରିବା ପରେ ରାଜ୍ୟ ସଭା ଏମପି ଶ୍ୱାତି ମାଲିୱାଲ ଶେଷରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘର ନିକଟରେ ତାଙ୍କ ଉପରେ...

ଜବାବ ଦେଲେ ଯୋଗୀ

ଲକ୍ଷ୍ନୌ,୧୬।୫: ଉତ୍ତରପ୍ରଦେଶ ସମେତ ସମଗ୍ର ଦେଶରେ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି ଏବଂ ତିନୋଟି ପର୍ଯ୍ୟାୟ ଭୋଟ ବାକି ଅଛ ଏହି ପରିପ୍ରେକ୍ଷୀରେ, ରାଜନୈତିକ...

ଆଜି ନୁହେଁତ କାଲି ନିଶ୍ଚୟ ନେବି ପ୍ରତିଶୋଧ, କାହାଠାରୁ ପ୍ରତିଶୋଧ ନେବାକୁ କହୁଛନ୍ତି ମମତା?

କୋଲକାତା,୧୬।୫: ନିର୍ବାଚନ ପ୍ରଚାର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୂର୍ବ ମେଦିନୀପୁରର ତାମୁଲକ ଲୋକ ସଭା ନିର୍ବାଚନମଣ୍ଡଳୀରେ ପହଞ୍ଚିଥିଲେ। ଏହି ସମୟରେ, ସେ ୨୦୨୧...

ନାତି ପାଇଁ ଏଥର ଜନ୍ମଦିନ ପାଳିବେ ନାହିଁ ଦେବେଗୌଡା

ବେଙ୍ଗାଲୁରୁ,୧୬।୫: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡା ଚଳିତ ବର୍ଷ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ଗୁରୁବାର ସେ କହିଛନ୍ତି ଯେ ତାଙ୍କ ନାତି ତଥା...

ଦିଗବିଜୟ ପହଞ୍ଚିଲେ ସୁପ୍ରିମକୋର୍ଟ, କଂଗ୍ରେସ କହିଲା ପରିଣାମ ପୂର୍ବରୁ ଘାବରେଇଲାଣି ଭାଜପା

ନୂଆଦିଲ୍ଲୀ,୧୬।୫: ରାଜଭର ଷ୍ଟ୍ରଙ୍ଗରୁମରେ ସିମ୍ବଲ ଲୋଡିଂ ୟୁନିଟ (SLU) ନ ମିଳିବା ସମ୍ପର୍କରେ ଦିଗବିଜୟ ସିଂ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। କଂଗ୍ରେସ କହିଛି ଯେ ଫଳାଫଳ...

ସମାଜବାଦୀ ପାର୍ଟିକୁ ବଡ ଝଟ୍‌କା

ମଉ,୧୬।୫: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ସଦସ୍ୟ ତଥା ଦଳର ଜାତୀୟ ସଚିବ ରାମହରି ଚୌହାନ ବୁଧବାର ପାର୍ଟିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଲୋକ ସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri