Posted inଜାତୀୟ

ଏତେ ଅହଂକାର ଠିକ୍‌ ନୁହେଁ, କେଜ୍‌ରିଓ୍ବାଲ୍‌ଙ୍କୁ କାହିଁକି ଏମିତି କହିଲେ ସ୍ବାତୀ ମାଲିଓ୍ବାଲ୍‌

ନୂଆଦିଲ୍ଲୀ,୨୭।୯: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲ୍‌ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଟାର୍ଗେଟ୍‌ କରିଛନ୍ତି। କେଜ୍‌ରିୱାଲ ବିଧାନସଭାରେ ବୈଭବ କୁମାରଙ୍କ ନାମ ନେଇ କହିଥିଲେ, ସେ ଏବଂ ତାଙ୍କ ଦଳର ନେତାମାନେ ଏକ ମିଥ୍ୟା ମାମଲାରେ ଜଡ଼ିତ କରି ଜେଲକୁ ପଠାଯାଉଛି। ଏହି କଥା ଶୁଣି ସ୍ବାତୀ ମାଲିୱାଲ ରାଗିଯାଇଥିଲେ।

ସ୍ବାତୀ ସୋସିଆଲ ମିଡିଆରେ ଲେଖିଛନ୍ତି, ଅରବିନ୍ଦ କେଜ୍‌ରିୱାଲ ଲଜ୍ଜାଜନକତାର ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଯିଏ ତୁମ ବାସଭବନରେ ତୁମ ଉପସ୍ଥିତିରେ ମୋତେ ଆକ୍ରମଣ କରିଥିଲେ, ସେ ଜେଲରେ ଥିବାବେଳେ ତୁମେ ତାଙ୍କୁ ବଞ୍ଚାଇବା ପାଇଁ ଦେଶର ମହଙ୍ଗା ଓକିଲମାନଙ୍କର ସହାୟତା ନେଇଥିଲ। ଆଜି ତାଙ୍କୁ ଦଳର ସବୁଠାରୁ ବଡ ନେତା ବୋଲି କହୁଛନ୍ତି। ଏଭଳି ନେତାଙ୍କୁ ଘଣ୍ଟ ଘୋଡାଇବା ଦୁର୍ଭାଗ୍ୟଜନକ। କେଜ୍‌ରିଓ୍ବାଲ ନିଜକୁ ମର୍ଯା୍ୟଦା ପୁରଷୋତ୍ତମ ରାମ ସହିତ ତୁଳନା କରିଛନ୍ତି। ଏତେ ଅହଂକାର ଠିକ ନୁହେଁ, ଯିଏ ନିଜ ଦଳର ମହିଳା ଏମ୍‌ପିଙ୍କ ପାଇଁ ଛିଡା ହୋଇ ପାରିବ ନାହିଁ, ସେ ଦିଲ୍ଲୀର ମହିଳାମାନଙ୍କ ପାଇଁ ମଧ୍ୟ କିପରି ଛିଡା ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ଦିଦି; ‘ବହିଷ୍କାର କରନ୍ତୁ,ଇସ୍ତଫା ଦେବିନି’

କୋଲକାତା,୬ା୫: TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ ତୀବ୍ର ଆପତ୍ତି ପ୍ରକାଶ କରି, ଟିଏମସି ମୁଖ୍ୟ ମମତା…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri