Posted inଖେଳ

‘ଶତକ କରିପାରୁ ନାହାନ୍ତି, ତ କ’ଣ ହୋଇଗଲା’

ନୂଆଦିଲ୍ଲୀ,୨୮।୧: ଦୁଇ ବର୍ଷ ହେଲା କ୍ୟାରିୟରର ୭୧ତମ ଶତକ ଅପେକ୍ଷାରେ ଥିବା ବିରାଟ କୋହଲିଙ୍କୁ ନିକଟରେ ପ୍ରବଳ ସମାଲୋଚିତ ହେବାକୁ ପଡ଼ିଛି। ତାଙ୍କ ସମାଲୋଚକଙ୍କୁ କଡ଼ା ଜବାବ ଦେଇଛନ୍ତି ସାଥି ଖେଳାଳି ମହମ୍ମଦ ଶାମି।

“ବିରାଟ କୋହଲି ଶତକ କରିପାରୁ ନାହାନ୍ତି, ତ କ’ଣ ହୋଇଗଲା। ସେ କେତେ ବଡ଼ ଖେଳାଳି, ତାହା ଗୋଟିଏ ଶତକ ବାଖ୍ୟା କରିପାରିବ ନାହିଁ। ଏହାର ଅର୍ଥ ନୁହେଁ, ସେ ରନ୍‌ କରୁ ନାହାନ୍ତି। ନିକଟ ଅତୀତରେ ସେ କ୍ରମାଗତ ଅର୍ଦ୍ଧଶତକ ହାସଲ କରିଛନ୍ତି। ୫୦ କିମ୍ବା ୬୦ ମଧ୍ୟ ଭଲ ସ୍କୋର। ଏହା ଦଳକୁ ସାହାଯ୍ୟ କଲା ପର୍ଯ୍ୟନ୍ତ କୌଣସି କମ୍ପଲେନ କରିବାର ଆବଶ୍ୟକତା ନାହିଁ” ବୋଲି ଭାରତୀୟ ପେସର କହିଛନ୍ତି।

ଦକ୍ଷିଣ ଆଫ୍ରିକାଠାରୁ ଟେଷ୍ଟ ସିରିଜ୍‌ରେ ୧-୨ ବ୍ୟବଧାନରେ ପରାସ୍ତ ପରେ କୋହଲି ଅଧିନାୟକ ପଦରୁ ଓହରି ଯାଇଥିଲେ। ତାଙ୍କୁ ବୋଲରଙ୍କ କ୍ୟାପଟେନ ବୋଲି ଶାମି କହିଛନ୍ତି।

“ କୋହଲିଙ୍କ ଏନର୍ଜି ପୂରା ଦଳକୁ ଆଗେଇ ନିଏ। ସେ ଜଣେ ବୋଲରଙ୍କ କ୍ୟାପଟେନ। ସେ ଆମକୁ ନିଜକୁ ପ୍ରକାଶ କରିବାର ଅଧିକାର ଦିଅନ୍ତି। ସର୍ବଦା ସେ ଆମ ମତାମତ ନିଅନ୍ତି। ଆମେ ଅନେକ ସମୟ ଏକାଠି ବିତାଇଛୁ। ଅନେକ ସ୍ମରଣୀୟ ମୁହୂର୍ତ୍ତ ଦେଖିଛି। ଏହା ମୋର ସର୍ବଦା ମନେ ରହିବ। ସେ ମଧ୍ୟରୁ ଗୋଟିଏ ବାଛିବା କଷ୍ଟକର” ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri