Posted inଖେଳ

ଜିଦ୍‌ରେ ଅଟଳ ପାକିସ୍ତାନ: ଚାମ୍ପିଅନ୍ସ ଟ୍ରଫିକୁ ନେଇ ଘନଉଛି ବିବାଦ, ଆସିଲା ବଡ଼ ଅପ୍‌ଡେଟ୍‌

ନୂଆଦିଲ୍ଲୀ,୧୨।୧୧: ୨୦୨୫ ଚାମ୍ପିଅନ୍ସ ଟ୍ରଫିକୁ ନେଇ ବିବାଦ ଲାଗିରହିଛି। ବିସିସିଆଇ ଆଇସିସିକୁ କହିଛି ଯେ, ଟିମ ଇଣ୍ଡିଆ କୌଣସି ପରିସ୍ଥିତିରେ ପାକିସ୍ତାନ ଯିବ ନାହିଁ। ତଥାପି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରିବାକୁ ଜିଦ ଧରିଛି। ଯଦିଓ ବିସିସିଆଇ ହାଇବ୍ରିଡ ମଡେଲ ଖୋଳିବାକୁ କହିଛି, କିନ୍ତୁ ପାକିସ୍ତାନ ଏଥିପାଇଁ ପ୍ରସ୍ତୁତ ନାହିଁ।

ପାକିସ୍ତାନ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପିସିବି ସ୍ପଷ୍ଟ ଭାବେ ଆଇସିସିକୁ କହିବ ଯେ, ଭବିଷ୍ୟତରେ ଭାରତ ଏବଂ ପାକିସ୍ତାନକୁ ୨୦୨୫ ଚାମ୍ପିଅନ୍ସ ଟ୍ରଫି ସମେତ କୌଣସି ଆଇସିସି ଟୁର୍ନାମେଣ୍ଟ ପାଇଁ ସମାନ ଦଳରେ ରଖାଯିବା ଉଚିତ୍‌ ନୁହେଁ। ଯଦି ଭାରତ ପାକିସ୍ତାନ ଗସ୍ତରେ ରାଜି ନ ହୁଏ, ତେବେ ପାକିସ୍ତାନ ଭାରତ ବିପକ୍ଷରେ ଖେଳିବାକୁ ଚାହୁଁନାହିଁ।

ଏକ ରିପୋର୍ଟରେ ଦାବି କରାଯାଇଛି, ଯଦି ପିସିବି ହାଇବ୍ରିଡ ମଡେଲର ଅଫରକୁ ପ୍ରତ୍ୟାଖ୍ୟାନ କରେ, ତେବେ ପାକିସ୍ତାନ ୨୦୨୫ ଚାମ୍ପିଅନ୍ସ ଟ୍ରଫିର ହୋଷ୍ଟିଂ ହରାଇବ। ଏଭଳି ପରିସ୍ଥିତିରେ ସମଗ୍ର ଟୁର୍ନାମେଣ୍ଟ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହେବ। ଯଦି ପିସିବି ହାଇବ୍ରିଡ ମଡେଲ ଗ୍ରହଣ କରେ ତେବେ ଟିମ ଇଣ୍ଡିଆ ଦୁବାଇରେ ଏହାର ମ୍ୟାଚ ଖେଳିବ।

୨୦୨୫ ଚାମ୍ପିଅନ୍ସ ଟ୍ରଫି ଫେବୃଆରୀ ୧୯ରୁ ଆରମ୍ଭ ହେବ। ଏହାର ଫାଇନାଲ୍‌ ମ୍ୟାଚ ମାର୍ଚ୍ଚ ୯ରେ ଖେଳାଯିବ। ଟୁର୍ନାମେଣ୍ଟର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ, କିନ୍ତୁ ପିସିବି ଡ୍ରାଫ୍ଟ ସୂଚୀକୁ ଆଇସିସି ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri