ଟାଇମ୍ସ ୱାର୍ଲଡ୍‌ ର଼୍ୟାଙ୍କିଙ୍ଗ୍‌ରେ ସୋଆ

ଭୁବନେଶ୍ୱର ,୧।୧୦: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ‘ଶିକ୍ଷା ଓ ଅନୁସନ୍ଧାନ’ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟକୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ମାନ୍ୟତା ଦିଆଯାଇଛି। ବିଶେଷକରି ଟାଇମ୍ସ ହାୟର ଏଜୁକେଶନ (ଟିଏଚ୍‌ଇ) ୱାଲର୍‌ଡ ର଼୍ୟାଙ୍କିଙ୍ଗ୍ସ-୨୦୨୪ରେ ସୋଆ ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ୮୦୧-୧୦୦୦ ବ୍ରାକେଟରେ ସ୍ଥାନିତ ହୋଇଛି। ଏପରିକି ଟିଏଚ୍‌ଇ ବିଶ୍ୱ ର଼୍ୟାଙ୍କିଙ୍ଗ୍‌-୨୦୨୩ ରେ ସୋଆ ୧୦୦୧ରୁ ୧୨୦୦ ରେଞ୍ଜରେ ଥିବାବେଳେ ୨୦୨୨ରେ ସୋଆ ୧୨୦୧ ପ୍ଲସ୍‌ ବ୍ରାକେଟ୍‌ରେ ରହିଥିଲା।

ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା କ୍ଷେତ୍ରରେ ଉତ୍କର୍ଷକୁ ବିବେଚନା କରିବା ନିମନ୍ତେ ୫ଟି ପ୍ରମୁଖ ମାପଦଣ୍ଡକୁ ଭିତ୍ତିକରି ଏହି ଟିଏଚ୍‌ଇ ର଼୍ୟାଙ୍କିଙ୍ଗ୍‌ ପ୍ରଦାନ କରାଯାଇଥାଏ। ଏହି ମାପଦଣ୍ଡ ଗୁଡ଼ିକ ମଧ୍ୟରେ ଟିଚିଂ(ଦ ଲର୍ନିଂ ଏନ୍‌ଭାଇରନ୍‌ମେଣ୍ଟ), ରିସର୍ଚ୍ଚ ଏନ୍‌ଭାଇରନ୍‌ମେଣ୍ଟ, ରିସର୍ଚ୍ଚ କ୍ୱାଲିଟି, ଇଣ୍ଡଷ୍ଟ୍ରି ଆଣ୍ଡ ଇଣ୍ଟରନ୍ୟାଶନାଲ୍‌ ଆଉଟ ଲୁକ୍‌ (ଇଣ୍ଟରନ୍ୟାଶନାଲ୍‌ ଷ୍ଟାଫ୍‌, ଷ୍ଟୁଡେଣ୍ଟସ ଆଣ୍ଡ ରିସର୍ଚ୍ଚ କୋଲାବରେସନ୍ସ) ଭଳି ବିଷୟ ସାମିଲ ରହିଛି। ସେହିଭଳି ୨୦୨୩ରେ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଶନାଲ୍‌ ର଼୍ୟାଙ୍କିଙ୍ଗ୍‌ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର଼୍ୟାଙ୍କିଙ୍ଗ୍‌ରେ ସୋଆ ଦେଶରେ ବିଶ୍ୱବିଦ୍ୟାଳୟ କାଟେଗୋରିରେ ୧୫ତମ ସ୍ଥାନରେ ରହିଥିବା ବେଳେ ସୋଆ ଫ୍ୟାକଲ୍ଟି ଅଫ୍‌ ମେଡିକାଲ ସାଇନ୍‌ସେସ୍‌ (ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌) ୧୬ ତମ ଓ ଫ୍ୟାକଲ୍ଟି ଅଫ୍‌ ଇଞ୍ଜିନିୟରିଂ (ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ୍‌ ଏଜୁକେଶନ ଆଣ୍ଡ ରିସର୍ଚ୍ଚ) ୨୭ତମ ସ୍ଥାନ ହାସଲ କରିଥିଲା। ସେହିପରି ସୋଆର ଫ୍ୟାକଲ୍ଟି ଅଫ୍‌ ଲିଗାଲ ଷ୍ଟଡିଜ୍‌ (ସୋଆ ନ୍ୟାଶନାଲ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲ) ଦେଶରେ ୮ମ ସ୍ଥାନରେ ରହିଥିବା ବେଳେ ଫ୍ୟାକଲ୍ଟି ଅଫ୍‌ ଡେଣ୍ଟାଲ୍‌ ସାଇନ୍‌ସେସ୍‌ (ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ ସାଇନ୍‌ସେସ୍‌) ୯ମ ସ୍ଥାନରେ ରହିଥିଲା। ଅପରପକ୍ଷରେ ସମ୍ମାନଜନକ କ୍ୟୁଏସ୍‌ ୱାଲର୍‌ଡ ର଼୍ୟାଙ୍କିଙ୍ଗ୍ସ-୨୦୨୩ରେ ମଧ୍ୟ ସୋଆ ୧୦୦୧ରୁ ୧୨୦୦ ବ୍ରାକେଟ୍‌ରେ ସ୍ଥାନ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?