Posted inଖେଳ

ମହାନ ଫୁଟବଲର୍‌ ପେଲେଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ବ୍ରାସିଲା,୨୫।୧୨: କ୍ୟାନ୍‌ସର ରୋଗ ସହ ଲଢୁଥିବା ବ୍ରାଜିଲର ଫୁଟବଲ ମହାନ ଖେଳାଳି ପେଲେଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ସୁଧାର ଆସୁନାହିଁ। ସେ ସାଓ ପାଉଲୋରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟକୁ ଦେଖି ସମ୍ପର୍କୀୟମାନେ ଡାକ୍ତରଖାନାରେ ପହଞ୍ଚିବା ଆରମ୍ଭ କରିଛନ୍ତି। ପେଲେଙ୍କ ସ୍ବାସ୍ଥ୍ୟ କ୍ରମାଗତ ଭାବେ ଅବନତି ଘଟୁଛି। ଡାକ୍ତରଖାନା ଅନୁଯାୟୀ, ୮୨ ବର୍ଷୀୟ ଫୁଟବଲର୍ଙ୍କୁ ବିଶେଷ ଯତ୍ନରେ ଚିକିତ୍ସା କରାଯାଉଛି। ତାଙ୍କର କିଡନୀ ପ୍ରଭାବିତ ହୋଇଛି।
ବ୍ରାଜିଲକୁ ୩ଥର ଚାମ୍ପିୟନ କରିଥିଲେ
ପେଲେ। ତାଙ୍କ ଅଧୀନରେ ୧୯୫୮, ୧୯୬୨ ଏବଂ ୧୯୭୦ରେ ବ୍ରାଜିଲ ବିଶ୍ୱକପ ଜିତିଥିଲା। ସେ ୧୯୫୮ ବିଶ୍ୱକପ ଫାଇନାଲରେ ସୁଦାନ ବିପକ୍ଷରେ ଦୁଇଟି ଗୋଲ ସ୍କୋର କରିଥିଲେ। ପେଲେ ତାଙ୍କ ବୃତ୍ତିଗତ କ୍ୟାରିୟରରେ ମୋଟ ୧୩୬୩ ମ୍ୟାଚ ଖେଳି ୧୨୮୧ ଗୋଲ ସ୍କୋର କରିଥିଲେ। ବ୍ରାଜିଲ ପାଇଁ ସେ ୯୧ଟି ମ୍ୟାଚରେ ସେ ୭୭ ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri