ସୋଚ୍‌ର ୧୫୦ତମ ଷ୍ଟୋର୍‌ ଉଦ୍‌ଘାଟିତ

ନୂଆଦିଲ୍ଲୀ,୨୯।୮: ଦେଶର ପ୍ରମୁଖ ଏଥ୍‌ନିକ୍‌ ୱିୟର୍‌ ଫ୍ୟାଶନ ପ୍ରତିଷ୍ଠାନ ସୋଚ୍‌ର ୧୫୦ତମ ଷ୍ଟୋର ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ସୋଚ୍‌ର କାର୍ଯ୍ୟକାରୀ ନିର୍ଦ୍ଦେଶକ ଓ ସିଇଓ ବିନୟ ଚଟ୍‌ଲାନି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ଦେଶର ୫୯ଟି ପ୍ରମୁଖ ସହରରେ ଥିବା ସୋଚ ଷ୍ଟୋର୍‌ର ବିଶ୍ୱସ୍ତ ଗ୍ରାହକମାନଙ୍କୁ ଆମନ୍ତ୍ରିତ କରାଯାଇଥିଲା। ଏପରିକି ଏହି ସ୍ବତନ୍ତ୍ର ସେଲିବ୍ରେଶନ ସମୟରେ ଗ୍ରାହକମାନେ ସୋଚ୍‌ର ଯେ କୌଣସି ଷ୍ଟୋର୍‌ରେ ୧୦,୦୦୦ ଟଙ୍କା ମୂଲ୍ୟର ଭାଉଚର୍‌ ଜିତି ପାରିବେ ବୋଲି ସୋଚ୍‌ ପକ୍ଷରୁ ଘୋଷଣା କରାଯାଇଥିଲା। ସେହିଭଳି ସୋଚର ଦେଶବ୍ୟାପୀ ଆଉଟ୍‌ଲେଟ୍‌ଗୁଡିକରେ ନୂଆ ଡିଜାଇନର ଫୁଲ୍‌ ଷ୍ଟକ୍‌ ସାଙ୍ଗକୁ ସୁନ୍ଦର ଫ୍ୟାବ୍ରିକ୍‌ରେ ଚମତ୍କାର ସିଲ୍‌ ହୌଟେ ସହ ଜୀବନ୍ତ ରଙ୍ଗ ଓ ଯତ୍ନର ସହ ନିର୍ମାଣ କରାଯାଇଛି।
ଏ ସମ୍ପର୍କରେ ସୋଚ୍‌ର କାର୍ଯ୍ୟକାରୀ ନିର୍ଦ୍ଦେଶକ ଓ ସିଇଓ ବିନୟ ଚଟ୍‌ଲାନି କହିଛନ୍ତି, ଆମର ୧୫୦ତମ ଷ୍ଟୋର୍‌ର ଶୁଭାରମ୍ଭ ଅବସରକୁ ଆମେ ଦୀର୍ଘ ଦିନରୁ ଅପେକ୍ଷା କରି ରହିଥିଲୁ ଏବଂ ଏକ ବ୍ରାଣ୍ଡ୍‌ ଭାବେ ଆମ ଅଭିବୃଦ୍ଧିରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ବୋଲି ଅନୁଭବ କରୁଛୁ। ଆମର କାହାଣୀ ବେଙ୍ଗାଲୁରୁରେ ଆରମ୍ଭ ହୋଇଥିଲା ଏବଂ ଆମର ୧୫୦ତମ ଷ୍ଟୋର୍‌ ମଧ୍ୟ ବେଙ୍ଗାଲୁରୁରେ ଖୋଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଚାକିରିଆଙ୍କ ପାଇଁ ବଡ଼ ଖବର, ସେପ୍ଟେମ୍ୱରରେ ଡେରି ହେବ ସାଲାରୀ! ଏହିଦିନ ଆସିବ…

ନୂଆଦିଲ୍‌ଲୀ,୨୬।୯: ସେପ୍ଟେମ୍ୱର ମାସରେ ଚାକିରିଆମାନଙ୍କ ଅସୁବିଧା ବଢ଼ିପାରେ। UFBU ପକ୍ଷରୁ ସେପ୍ଟେମ୍ୱର ୨୮ ରୁ ୩୦, ୨୦୨୬ ପର୍ଯ୍ୟନ୍ତ ତିନି ଦିନିଆ ବ୍ୟାଙ୍କ ଧର୍ମଘଟ ଘୋଷଣା କରାଯାଇଛି।…

ଲଗାଣ ବର୍ଷାରେ ଭାଙ୍ଗିଲା ପୋତାଗଡ଼ ପାଚେରୀ: ପର୍ଯ୍ୟଟକ, ବୁଦ୍ଧିଜୀବୀ ମହଲରେ କ୍ଷୋଭ

ଗଞ୍ଜାମ, ୨୫।୯ (ବିଦ୍ୟାଧର ସାହୁ): ଗତ ୩-୪ ଦିନ ଧରି ଲଗାଣ ବର୍ଷା ସାଙ୍ଗକୁ ପ୍ରବଳ ପବନ ବହିବା ଫଳରେ ଗଞ୍ଜାମ ସହରରେ ଅବସ୍ଥିତ ଐତିହାସିକ ପୋତାଗଡ଼…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ନବଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ନଜରରେ ୫ ରାଶି: ରବିବାରଠୁ ଭାଗ୍ୟରେ ଲାଗିବ ଲଟେରୀ, ଆୟ ସହିତ ବଢିବ…

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ନବଗ୍ରହଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ପ୍ରତିଷ୍ଠା, ନେତୃତ୍ୱ କ୍ଷମତା ଓ କର୍ମକ୍ଷେତ୍ରରେ ସଫଳତା ସହ ସୂର୍ଯ୍ୟଙ୍କୁ ଯୋଡ଼ି ଦେଖାଯାଏ। ତେଣୁ…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?