Posted inଜାତୀୟ

ଅନ୍ନଶନ କରିବେ ନି ଆନ୍ନା ହଜାରେ

ପୁଣେ,୩୦।୧- ଭେଟେରାନ ସାମାଜିକ କର୍ମୀ ଆନ୍ନା ହଜାରେ ୩ ନୂଆ କୃଷି ଆଇନ ବିରୋଧରେ ଅନ୍ନଶନ କରିବା ଯୋଜନାକୁ ବାତିଲ କରି ଦେଇଛନ୍ତି। ସିନିୟର ଭାଜପା ନେତା ତଥା ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ଉପସ୍ଥିତିରେ ନିଜ ନିଷ୍ପତ୍ତି ଘୋଷଣା କରିଛନ୍ତି ଆନ୍ନା।

”ମୁଁ ଦୀର୍ଘ ଦିନ ହେଲା ବିଭିନ୍ନ ସମସ୍ୟା ଉପରେ ଆନ୍ଦୋଳନ କରି ଆସୁଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରିବା ବେଆଇନ ନୁହେଁ। ଶଷ୍ୟ ଉପରେ ଉଚିତ ମୂଲ୍ୟ ପାଉ ନ ଥିବାରୁ କୃଷକମାନେ ଆତ୍ମହତ୍ୟା କରୁଛନ୍ତି। ଏଥିଯୋଗୁ ଗତ ୩ ବର୍ଷ ହେଲା ଏମ୍‌ଏସ୍‌ପି ବଢ଼ାଇବା ଲାଗି ମୁଁ ଆନ୍ଦୋଳନ କରୁଛି। ସରକାର ଏମ୍‌ଏସ୍‌ପି ଉପରେ ୫୦ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଉଛନ୍ତି। ମୋତେ ସରକାରଙ୍କ ଠାରୁ ଲିଖିତ ଆଶ୍ୱସନା ମିଳିଛି“ ବୋଲି ଆନ୍ନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରୁ ଆସିଥିଲା ଗମ୍ଭୀରଙ୍କୁ ହତ୍ୟା ଧମକ ଇ-ମେଲ୍‌

ନୂଆଦିଲ୍ଲୀ,୨୫।୧୧:ପୂର୍ବ ଦିଲ୍ଲୀ ନିର୍ବାଚନମଣ୍ଡଳୀର ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ଦିଆଯାଇଛି। ଥରେ ନୁହେଁ, ଦୁଇ ଥର ଇମେଲ୍‌ ଯୋଗେ...

ମଦ ଦୋକାନରେ ପଶି ବୋତଲ ଭାଙ୍ଗିଲେ ଭାଜପା ନେତ୍ରୀ

ଭୋପାଳ,୧୩।୩: ଭାଜପାର ବରିଷ୍ଠ ନେତା ଉମା ଭାରତୀ ଭୋପାଳର ଏକ ମଦ ଦୋକାନରେ ପଶି ପଥର ଫିଙ୍ଗି ମଦ ବୋତଲ ଭାଙ୍ଗିଛନ୍ତି। ସେ ନିଜେ ସୋସିଆଲ...

ମିଶନ ୨୦୨୪, ସୋନିଆ-ପିକେ ଭେଟ…

ନୂଆଦିଲ୍ଲୀ, ୧୬।୪ : ସୋନିଆ ଗାନ୍ଧୀଙ୍କ ସମେତ କଂଗ୍ରେସର ଭେଟେରାନଙ୍କ ସହ ଚାରି ଘଣ୍ଟିଆ ମାରାଥନ ବୈଠକରେ ପ୍ରଶାନ୍ତ କିଶୋର(ପିକେ) ୨୦୨୪ ଲୋକସଭା ନିର୍ବାଚନର ଉପସ୍ଥାପନା...

ବିଶ୍ୱ ପରିବେଶ ଦିବସରେ ସମସ୍ତଙ୍କୁ ଚାରା ଲଗାଇବାକୁ କହିଲେ ମୋଦି

ନୂଆଦିଲ୍ଲୀ,୫।୬: ଭବିଷ୍ୟତରେ ପରିବେଶକୁ ସୁସ୍ଥ ଓ ସୁନ୍ଦର ରଖିବା ପାଇଁ ସମସ୍ତେ ଅଧିକରୁ ଅଧିକ ଚାରା ଲଗାଇବାକୁ ବିଶ୍ୱ ପରିବେଶ ଦିବସରେ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ...

ମୁସଲମାନ୍‌ ଭାରତମାତାର ସନ୍ତାନ; ସରକାର ନୁହଁନ୍ତି ଅଳ୍ପସଂଖ୍ୟକଙ୍କ ବିରୋଧୀ: ରାଜନାଥ ସିଂ

ନୂଆଦିଲ୍ଲୀ,୨୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଅଳ୍ପସଂଖ୍ୟକଙ୍କ ବିରୋଧୀ ନୁହଁନ୍ତି। ମୁସଲମାନ୍‌ ଭାରତମାତାର ସନ୍ତାନ। ଅଳ୍ପସଂଖ୍ୟକଙ୍କ ମଧ୍ୟରେ କିଛି ରାଜନୈତିକ ଦଳ ପକ୍ଷରୁ ସୃଷ୍ଟି କରାଯାଇଥିବା...

ଶ୍ରଦ୍ଧାଳୁଙ୍କୁ ଚାରିଧାମ ଯାତ୍ରା ମନା

ଡେରାଡୁନ,୨୮।୬: କରୋନା ସଙ୍କଟକୁ ଦୃଷ୍ଟିରେ ରଖି ଜୁଲାଇ ୧ରୁ ଆରମ୍ଭ ହେବାକୁ ଥିବା ଚାରିଧାମ ଯାତ୍ରା ଉପରେ ରୋକ ଲଗାଇଛନ୍ତି ଉତ୍ତରାଖଣ୍ଡ ହାଇକୋର୍ଟ। ଜୁଲାଇ ୭ପର୍ଯ୍ୟନ୍ତ...

ଆସନ୍ତାକାଲି ଘଟିବ ବଡ଼ଧରଣର ସୌର ବିସ୍ଫୋରଣ, ପୃଥିବୀ ପ୍ରତି ବିପଦ

ଓ୍ବାଶିଂଟନ,୩୦ା୩: ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ପୁଣି ଘଟିବ ସୌର ବିସ୍ଫୋରଣ। ଏହି ବିସ୍ଫୋରଣରେ ପୃଥିବୀରେ ଭୂ-ଚୁମ୍ବକୀୟ ଝଡ଼ ମାଡ଼ ହେବ । ନାସାର ଶକ୍ତିଶାଳୀ ସୋଲାର...

ଜାମିନ ପରେ ଦୀପ ସିଦ୍ଧୁ ଗିରଫ

ନୂଆଦିଲ୍ଲୀ, ୧୮ା୪: ଜାନୁୟାରୀ ୨୬ ଲାଲକିଲ୍ଲା ହିଂସା ମାମଲାରେ ଗିରଫ ପଞ୍ଜାବ ଅଭିନେତା ଦୀପ ସିଦ୍ଧୁଙ୍କୁ ଶନିବାର ଦିଲ୍ଲୀର ଏକ କୋର୍ଟ ଜାମିନ୍‌ ପ୍ରଦାନ କରିବାର...

Advertisement
Archives

Model This Week