ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ ଗିରଫ କରାଯାଇଥିବା ସୂଚନା ମିଳିଛି। ବିର୍ସା ମୁଣ୍ଡା ଜୟନ୍ତୀ ପାଳନ ବେଳେ ଗଣ୍ଡଗୋଳ ଘଟଣାକୁ ନେଇ ତାଙ୍କୁ ଗିରଫ କରାଯାଇଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri