Posted inଜାତୀୟ

ସାମାଜିକ କର୍ମୀ ସ୍ବାମୀ ଅଗ୍ନିବେଶଙ୍କ ପରଲୋକ

ନୂଆଦିଲ୍ଲୀ,୧୧।୯-ସାମାଜିକ କର୍ମୀ ସ୍ବାମୀ ଅଗ୍ନିବେଶଙ୍କ ଶୁକ୍ରବାର ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ସେ ଗତ କିଛିଦିନ ହେଲା ଗୁରୁତର ଅସୁସ୍ଥ ହୋଇ ଦିଲ୍ଲୀର ଇନଷ୍ଟିଟ୍ୟୁଟ ଅଫ ଲିଭର ଏବଂ ବିଲିୟାରି ସାଇନ୍ସରେ ଚିକିତ୍ସାଧିନ ଥିଲେ। ଶୁକ୍ରବାର ସା ୬ଟାରେ ତାଙ୍କର ହୃଦଘାତ ହୋଇଥିଲା। ଏହାପରେ ୬.୩୦ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।
ଅଗ୍ନିବେଶ ୧୯୭୦ରେ ଆର୍ଯ୍ୟ ସଭା ନାମକ ଏକ ରାଜନୀତି ଦଳ ଗଠନ କରିଥିଲେ। ୧୯୭୭ ମସିହାରେ ସେ ହରିୟାଣା ବିଧାନସଭାରେ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ। ଏଥିସହିତ ସେ ହରିୟାଣା ସରକାରରେ ଶିକ୍ଷାମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇଥିଲେ। ପରେ ୧୯୮୧ ମସିହାରେ ସେ ବାନ୍ଧୁଆ ମୁକ୍ତି ମୋର୍ଚ୍ଚା ନାମକ ଏକ ସଂଗଠନ ପ୍ରତିଷ୍ଠା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜୀବନ ଜେଲଦଣ୍ଡ ପାଇବା ପରେ ଏମିତି କାଣ୍ଡ ଘଟାଇଲେ ବଳାତ୍କାରୀ

ସୁରଟ,୨୯।୧୨: ୫ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୨୭ ବର୍ଷୀୟ ବ୍ୟକ୍ତିଙ୍କୁ ଆଜୀବନ ଜେଲ ଦଣ୍ଡ ଶୁଣାଇଥିଲେ ସୁରାଟର...

ପାର୍ଲାମେଣ୍ଟ ଆସୁନାହାନ୍ତି ରାହୁଲ

ନୂଆଦିଲ୍ଲୀ,୩୦।୭: ପାର୍ଲାମେଣ୍ଟରେ ବର୍ତ୍ତମାନ ମୌସୁମୀ ଅଧିବେଶନ ଚାଲିଛି। ଲଗାତର ବିରୋଧୀ ଦଳର ନେତାଙ୍କ ହଟ୍ଟଗୋଳ ଯୋଗୁ ଗୃହ ଠିକ୍‌ ଭାବେ ଚାଲିପାରୁନି। ଇତିମଧ୍ୟରେ କଂଗ୍ରେସ ନେତା...

କରୋନା ସଙ୍କଟ ମଧ୍ୟରେ ସାମୁହିକ ଇସ୍ତଫା ଦେଲେ ୧୬ ଡାକ୍ତର

ଉନ୍ନାଓ,୧୩।୫: କରୋନା ସଙ୍କଟ ମଧ୍ୟରେ ଉତ୍ତରପ୍ରଦେଶ ଉନ୍ନାଓର ୧୬ଜଣ ସରକାରୀ ଡାକ୍ତର ସାମୁହିକ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେଇଥିବା ଡାକ୍ତରମାନେ  ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚ୍‌ସି) ଓ...

ରାମ ମନ୍ଦିର ଭୂମିପୂଜା ପାଇଁ ଆଡଭାନୀ, ଜୋଶୀଙ୍କ ସମେତ ୧୭୫ଲୋକଙ୍କୁ ପଠାଗଲା ନିମନ୍ତ୍ରଣ

ଲକ୍ଷ୍ନୌ,୧।୮: ଅଯୋଧ୍ୟାରେ ଅଗଷ୍ଟ ପ୍ରଥମ ସପ୍ତାହରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିପାଇଁ ରାମନଗରୀ ଏବେ ବିଭିନ୍ନ ରଙ୍ଗରେ ରଙ୍ଗେଇ...

ଆୟର ଗୋଟିଏ ଭାଗ ଅଜଣା ମୃତଦେହ ସଂସ୍କାରରେ ଖର୍ଚ୍ଚ କରନ୍ତି ଆୟୁବ

ମହୀଶୂର,୨୬।୮: କର୍ନାଟକର ମହୀଶୂରରେ ରୁହନ୍ତି ଆୟୁବ ଅହମ୍ମଦ। ନିଶା ତାଙ୍କର ଅଜଣା ମୃତଦେହକୁ ସଂସ୍କାର କରିବା। ଆଉ ଫୁଟ୍‌ପାଥରେ ରହୁଥିବା ଲୋକଙ୍କୁ ସାହାଯ୍ୟ କରିବା। ମାତ୍ର...

ଉପବାସରେ ଅନ୍ନଦାତା

ନୂଆଦିଲ୍ଲୀ,୧୪ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ରାଜଧାନୀ ଦିଲ୍ଲୀ ସୀମାରେ ବିରୋଧ ପ୍ରଦର୍ଶନ କରି ଆସୁଥିବା କୃଷକ ସୋମବାର ଉପବାସ ରହି ଧାରଣାରେ...

ଦେଶରେ କରୋନା ଅଣାୟତ୍ତ: ୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୧୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୪୨୯ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ...

ହିଂସାକୁ ନେଇ ମୁହଁ ଖୋଲିଲେ ଜାମିଆ କୁଳପତି: ବିନା ଅନୁମତିରେ ବିଶ୍ୱବିଦ୍ୟାଳୟରେ ପଶିଥିଲା ପୋଲିସ, ଦିଆଯିବ ଏଫ୍‌ଆଇଆର୍‌

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ବିରୋଧରେ ଜାମିଆ ମିଲିଆ ଇସ୍‌ଲାମିଆରେ ରବିବାର ହୋଇଥିବା ହିଂସା ଓ କ୍ୟାମ୍ପସ୍‌ରେ ପୋଲିସ ପ୍ରବେଶ ନେଇ ବିଶ୍ୱବିଦ୍ୟାଳୟର କୁଳପତି ସୋମବାର...

Advertisement
Archives

Model This Week