ଶେଷ ପର୍ଯ୍ୟାୟରେ ‘ତୁ ବୋଧେ ମୋ ଭାଗ୍ୟରେ ନାହୁଁ’

ଗଞ୍ଜାମ,୨୪।୧(ବିଦ୍ୟାଧର ସାହ): ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆସନ୍ତା ୨୬ ଓ ୨୮ ଦୁଇଦିନ ଧରି ସାମାଜିକ ନାଟକ ମଞ୍ଚସ୍ଥ ହେବ l ଏଥିପାଇଁ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମରେ ଜୋରଦାର ପ୍ରସ୍ତୁତି ଚାଲିଥିବା ଦେଖିବାକୁ ମିଳିଛି। ସମାଜକୁ କିଛି ସଚେତନତା ବାର୍ତ୍ତାକୁ ନାଟକ ମାଧ୍ୟମରେ ‘ଆସିଛି ଏକା ଯିବି ମୁଁ ଏକା’ ଏବଂ ‘ତୁ ବୋଧେ ମୋ ଭାଗ୍ୟରେ ନାହୁଁ’ ନାଟକ ଶେଷ ପର୍ଯ୍ୟାୟରେ ପହଞ୍ଚିଛି l ଓଡ଼ିଆ ଅଧ୍ୟାପକ ତଥା ନାଟ୍ୟ ନିର୍ଦେଶକ ଡ଼ ଗୌରୀ ଶଙ୍କର ଶତପଥୀ ଏବଂ ଜିଲା ଚର୍ଚ୍ଚିତ ଖଳନାୟକ ପ୍ରଦୀପ କୁମାର ପଣ୍ଡା ନିର୍ଦ୍ଦେଶନା ଦାୟିତ୍ୱ ବହନ କରିଛନ୍ତିଦ୍‌l ମୁଖ୍ୟ ପରିଚାଳକ ରାକେଶ ରଞ୍ଜନ ଦାସ, ସଭାପତି ଶବର କୁମlର ତରାଇ, ଯୁବ ପରିଚାଳକ ଅସ୍ମିତ ପଣ୍ଡା, ଉପଦେଷ୍ଟା ସୁଧୀର କୁମାର ପାଢ଼ୀ, ଉମାକାନ୍ତ ବେହେରା, କ୍ୟାସିୟର ମନୋଜ କୁମାର ପ୍ରଧାନ, ସୁଭାଶିଷ ଦାସ (ମିଲୁ )ଓ ଅନ୍ୟମାନେ ଏହାକୁ ପରିଚାଳନା କରୁଛନ୍ତି l ରଞ୍ଜି,ପୂଜା,ଚିନୁ,ରୋଜି, ସଂଜୁ ପ୍ରମୁଖ ନାରୀ ଅଭିନେତ୍ରୀଙ୍କ ଚମତ୍କାର ଅଭିନୟ ଦର୍ଶକଙ୍କୁ ବିମୋହିତ କରିଛି l

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପଗିରି ମନ୍ଦିର ଗୁପ୍ତଧନ ଲୁଟ୍‌ର ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ ‘ଗୁରୁ’ଙ୍କ ସହ ୫ ଗିରଫ, ଜବତ ହୋଇପାରିନି…

ଥୁଆମୂଳ ରାମପୁର, ୧୨।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମୁଡ଼ାବାହାଲ ଗ୍ରାମର ପ୍ରାଚୀନ ପ୍ରତାପଗିରି (ବୁଢ଼ାରଜା-ଠାକୁରାଣୀ) ମନ୍ଦିରରୁ ଗୁପ୍ତଧନ ଲୁଟ ଘଟଣାରେ…

ରବି ଧାନ ସଂଗ୍ରହ ପାଇଁ ପଞ୍ଜୀକରଣ ଆରମ୍ଭରୁ ଅସନ୍ତୋଷ: ଅବଧି ବୃଦ୍ଧି ଦାବି କଲେ ଚାଷୀ, ସମବାୟ ଉପ ନିବନ୍ଧକଙ୍କୁ…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଗତ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏଥିପାଇଁ ରହିଥିବା ଅବଧିକୁ ନେଇ ଆରମ୍ଭରୁ…

ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର…

ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ: ଓଡିଶାରୁ ପ୍ରତିନିଧିତ୍ବ କଲେ ବରଗଡ଼ର ବୁଣାକାର…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ନୂଆଦିଲ୍ଲୀର ଉଦ୍ୟୋଗ ଭବନରେ ବୁଧବାର ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦେଶର ହସ୍ତତନ୍ତ୍ର ଶିଳ୍ପର ସମସ୍ୟା, ଉନ୍ନତି ଓ ଭବିଷ୍ୟତ ଯୋଜନା…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…

ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ…

ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର

ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri