କାର୍ଯ୍ୟଦକ୍ଷତାକୁ ପ୍ରଭାବିତ କରେ ସୋସିଆଲ ମିଡିଆ

ଆଜିକାଲି ସୋସିଆଲ ମିଡିଆର ବ୍ୟବହାର କେତେ ବହୁଳ ହେଲାଣି ତାହା ପ୍ରାୟ ସମସ୍ତେ ଜାଣନ୍ତି। ଏଥିରୁ ଅନେକ କଥା ଜାଣିହୁଏ-ଏକଥା ସତ, ହେଲେ ସବୁବେଳେ ଏଥିରେ ନିମଗ୍ନ ରହିଲେ ତାହାର ଦୈନନ୍ଦିନ ଜୀବନକୁ ପ୍ରଭାବିତ କରିବା ସହ ଏହା ଦ୍ୱାରା କାର୍ଯ୍ୟଦକ୍ଷତାରେ ତାରତମ୍ୟ ଦେଖିବାକୁ ମିଳିଥାଏ ବୋଲି ଜଣାପଡିଛି। ଏଭଳି ସିଦ୍ଧାନ୍ତରେ ପହଞ୍ଚତ୍ବା ପୂର୍ବରୁ ସେମାନେ କେତେକ ବ୍ୟକ୍ତି ଯେଉଁମାନେ ପ୍ରାୟ ଅଧିକାଂଶ ସମୟ ସୋସିଆଲ ମିଡିଆ ସହ ଜଡିତ ରହୁଥିଲେ ସେମାନଙ୍କର କାର୍ଯ୍ୟଦକ୍ଷତାକୁ ତନ୍ନତନ୍ନ କରି ତର୍ଜମା କରିଥିଲେ। ଆଶ୍ଚର୍ଯ୍ୟଜନକ ଭାବରେ ଏମାନଙ୍କ ମଧ୍ୟରୁ ପ୍ରାୟ ୫୦ ପ୍ରତିଶତ ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତାରେ ତାରତମ୍ୟତା ଦେଖିବାକୁ ମିଳିଥିଲା। ତେଣୁ ସୋସିଆଲ ମିଡିଆ ସହ ଆବଶ୍ୟକତାଠାରୁ ଅଧିକ ସମୟ ଜଡିତ ହେବା ଠିକ୍‌ ନୁହେଁ ବୋଲି ଉକ୍ତ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ପରାମର୍ଶ ଦେଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri