୧୫ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ବ୍ୟାନ୍‌ ହେଲା ସୋସିଆଲ ମିଡିଆ

ଫ୍ରାନ୍ସ, ୨୮।୧: ଫ୍ରାନ୍ସରେ ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଫ୍ରାନ୍ସ ନ୍ୟାଶନାଲ ଆସେମ୍ବଲି ୧୫ ବର୍ଷରୁ କମ୍‌ ବୟସର ପିଲାମାନଙ୍କୁ ଟିକଟକ, ଇନଷ୍ଟାଗ୍ରାମ, ଫେସବୁକ ଏବଂ ସ୍ନାପଚାଟ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମ ବ୍ୟବହାର କରିବାରୁ ସମ୍ପୂର୍ଣ୍ଣ ନିଷିଦ୍ଧ କରିବା ପାଇଁ ଏକ ବିଲ୍‌ ପାସ କରିଛି। କୁହାଯାଉଛି ଯେ ପିଲାମାନଙ୍କ ମାନସିକ ସ୍ବାସ୍ଥ୍ୟ ଚିନ୍ତା, ସାଇବର ଏବଂ ଯୁବପିଢ଼ିଙ୍କ ମଧ୍ୟରେ ହିଂସା ସହିତ ଜଡିତ ସମସ୍ୟାକୁ ଧ୍ୟାନରେ ରଖି ଏହି ପଦକ୍ଷେପ ନିଆଯାଇଛି।

ବିଧାନସଭାରେ ପାରିତ ବିଲ୍‌ ଅନୁଯାୟୀ, ସୋସିଆଲ ମିଡିଆ କମ୍ପାନୀଗୁଡ଼ିକୁ ବ୍ୟବହାରକାରୀଙ୍କ ବୟସ ଯାଞ୍ଚ କରିବା ପାଇଁ ପ୍ରଭାବଶାଳୀ ବୈଷୟିକ ପଦକ୍ଷେପ ଗ୍ରହଣ କରିବାକୁ ପଡିବ, ନଚେତ୍‌ ସେମାନଙ୍କୁ ଜରିମାନା ଦେବାକୁ ପଡିବ। ଉଲ୍ଲେଖଯୋଗ୍ୟ ଯେ ଗତ ୧୦ ବର୍ଷ ମଧ୍ୟରେ ଫ୍ରାନ୍ସରେ ୧୩-୧୫ ବର୍ଷ ବୟସ ବର୍ଗରେ ଡିପ୍ରେସନ ଏବଂ ଆତ୍ମହତ୍ୟା ମାମଲା ୬୦% ବୃଦ୍ଧି ପାଇଛି, ଯେଉଁଥିରେ ସୋସିଆଲ ମିଡିଆକୁ ମୁଖ୍ୟ କାରଣ ବୋଲି ବିବେଚନା କରାଯାଉଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ବୁଡ଼ିଗଲା ଟିଏମସିର ୮୭୬,୫୭,୧୫,୫୮୬ କୋଟି ଟଙ୍କା? ମମତାଙ୍କ ନିଜ କୋଷାଧ୍ୟକ୍ଷ କାହିଁକି ଫ୍ରିଜ କଲେ ବ୍ୟାଙ୍କ ଆକାଉଣ୍ଟ, ଜାଣନ୍ତୁ ଭିତରି କଥା

କୋଲକାତା,୧୮।୮: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଏବେ ତାର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛି। ପ୍ରତିଦିନ କିଛି ନା କିଛି ନୂଆ କାହାଣୀ ସାମ୍ନାକୁ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ମମତାଙ୍କ ଗୋଷ୍ଠୀକୁ ହାଇକୋର୍ଟରୁ ବଡ଼ ଝଟକା: ବିଧାନସଭା ବିରୋଧୀ ଦଳ ନେତା ରହିବେ…

କୋଲକାତା,୧୮।୮: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳ ନେତା ନିଯୁକ୍ତି ମାମଲାରେ କୋଲକାତା ହାଇକୋର୍ଟ କୌଣସି ବି ଅନ୍ତରୀଣ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri