ସୋସିଆଲ ମିଡିଆ ପିଲାମାନଙ୍କ ପାଇଁ ଅତ୍ୟନ୍ତ ବିପଜ୍ଜନକ: ସତର୍କ କଲେ ଏଲନ ମସ୍କ

କାଲିଫର୍ନିଆ,୨୪।୫: ଦୁନିଆର ସବୁଠୁ ବଡ ମାଇକ୍ରୋବ୍ଲଗିଂ ସାଇଟ ଏକ୍ସର ମାଲିକ ଏଲନ ମସ୍କ ସତର୍କ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୋସିଆଲ ମିଡିଆ ପିଲାମାନଙ୍କ ପାଇଁ ଅତ୍ୟନ୍ତ ବିପଜ୍ଜନକ ଅଟେ। ପିଲାମାନଙ୍କୁ ସୋସିଆଲ ମିଡିଆରୁ ଦୂରରେ ରଖିବା ଜରୁରୀ। ଦୀର୍ଘ ସମୟ ଧରି ସୋସିଆଲ ମିଡିଆ ବ୍ୟବହାର କରିବା ପିଲାମାନଙ୍କ ପାଇଁ ଭଲ ନୁହେଁ। ଏହା ସୀମିତ ହେବା ଆବଶ୍ୟକ ବୋଲି ସେ କହିଛନ୍ତି।
ଏକ ସମ୍ମିଳନୀରେ ମସ୍କ ପିଲାମାନଙ୍କ ଉପରେ ସୋସିଆଲ ମିଡିଆର ପ୍ରଭାବ ବିଷୟରେ କହିଥିଲେ। ସେ କହିଛନ୍ତି, ମୁଁ ସମସ୍ତ ମାତାପିତାଙ୍କୁ ଅନୁରୋଧ କରୁଛି ଯେ ସେମାନଙ୍କ ପିଲାମାନଙ୍କୁ ସୋସିଆଲ ମିଡିଆରୁ ଦୂରରେ ରଖନ୍ତୁ। ପିଲାମାନେ ଏଆଇ ଆଲଗୋରିଦମ ପ୍ରତି ସମ୍ବେଦନଶୀଳ ଅଟନ୍ତି,ଯାହା ଡୋପାମାଇନ ସ୍ତରକୁ ସର୍ବାଧିକ କରି ପିଲାମାନଙ୍କ ଆଗ୍ରହ ବଢାଇବା ପାଇଁ ଡିଜାଇନ କରାଯାଇଛି। ମସ୍କ ମଧ୍ୟ ଏକ୍ସରେ ଏହି ସମ୍ମିଳନୀର ଏକ ଭିଡିଓ ଶେୟାର କରିଛନ୍ତି।
ଏହା ପ୍ରଥମ ଘଟଣା ନୁହେଁ,ସୋସିଆଲ ମିଡିଆର ପିଲାମାନଙ୍କ ଉପରେ ପ୍ରଭାବ ବିଷୟରେ ଏଲୋନ ମସ୍କ କିଛି କହିଛନ୍ତି। ଏହା ପୂର୍ବରୁ ଅନେକ ଥର ଫେସବୁକ ଏବଂ ଇନଷ୍ଟାଗ୍ରାମର ପିଲାମାନଙ୍କ ଉପରେ ହେଉଥିବା ପ୍ରଭାବକୁ ନେଇ ସେ ଚିନ୍ତା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ଚାଲିଗଲା ୧୯ ହଜ୍‌ ଯାତ୍ରୀଙ୍କ ଜୀବନ

ନୂଆଦିଲ୍ଲୀ,୧୬ା୬: ହଜ୍‌ ଯାତ୍ରାରେ ସାଉଦି ଆରବ ଆସିଥିବା ଅନୂ୍ୟନ ୧୯ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ଘଟିଛି। ସେମାନେ ଜୋର୍ଡାନ ଏବଂ ଇରାନରୁ ଆସିଥିଲେ। ଜୋର୍ଡାନ ବହିର୍ବ୍ୟାପାର ମନ୍ତ୍ରଣାଳୟର...

ଟମାଟୋ କିଲୋ ପ୍ରତି ମୂଲ୍ୟ ୨୦୦ଟଙ୍କା ଉପରେ

ପେଶାଓା୍ବର,୧୬।୬: ପାକିସ୍ତାନର ସ୍ଥାନୀୟ ଖୁଚୁରା ବଜାରରେ ଇଦ ଅଲ-ଅଜାହ ପୂର୍ବରୁ ଟମାଟୋ ମୂଲ୍ୟରେ ବ୍ୟାପକ ବୃଦ୍ଧି ଘଟିଛି। ଏକ୍ସପ୍ରେସ ଟ୍ରିବ୍ୟୁନ ରିପୋର୍ଟ କରିଛି ଯେ ପେଶାୱାରରେ...

ହିଟଓ୍ବେଭ ନେଲା ୧୪ ହଜ ଯାତ୍ରୀଙ୍କ ଜୀବନ

ରିୟାଦ,୧୬।୬: ଇଦ-ଉଲ-ଅଜାହ ପର୍ବ ମଧ୍ୟରେ ସୌଦି ଆରବରେ ବହୁ ସଂଖ୍ୟାରେ ହଜ ତୀର୍ଥଯାତ୍ରୀ ଏକତ୍ରିତ ହୋଇଥିଲେ। ତେବେ ସୌଦି ଆରବରେ ପ୍ରବଳ ଉତ୍ତାପ ହଜ ତୀର୍ଥଯାତ୍ରୀଙ୍କ...

ତେହରିକ-ଏ-ତାଲିବାନର କମାଣ୍ଡର ନିହତ

ଇସଲାମାବାଦ,୧୬।୬: ନିଷିଦ୍ଧ ଆତଙ୍କବାଦୀ ସଂଗଠନ ତେହେରିକ-ଏ-ତାଲିବାନ ପାକିସ୍ତାନ (ଟିଟିପି) ର ଶୀର୍ଷ କମାଣ୍ଡରଙ୍କୁ ଖାଇବର-ପଖତୁନୱା ପ୍ରଦେଶରେ ସୁରକ୍ଷା ବାହିନୀ ହତ୍ୟା କରିଛନ୍ତି। ଏକ ରିପୋର୍ଟରେ କୁହାଯାଇଛି...

ଭାରତକୁ ନିମନ୍ତ୍ରଣ କରିବ କି କାନାଡ଼ା: ଟ୍ରୁଡୋ ଦେଲେ ଏମିତି ଜବାବ

ବାରି(ଇଟାଲୀ),୧୬।୬:ଆସନ୍ତା ବର୍ଷ ଅନୁଷ୍ଠିତ ହେବାକୁ ଥିବା ଜି୭ ସମ୍ମିଳନୀରେ କାନାଡା ଅଧ୍ୟକ୍ଷତା କରିବ। କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ କହିଛନ୍ତି, ସେତେବେଳେ ତାଙ୍କୁ ବହୁତ କିଛି...

‘ଇମ୍ରାନ ଖାଁ ବାହାରକୁ ଆସିଲେ ହେବ ହିଂସା,’ ପାକିସ୍ତାନ ପ୍ରଧାନମନ୍ତ୍ରୀ କହିଲେ କାହିଁକି ୨୦୨୯ ପର୍ଯ୍ୟନ୍ତ ଜେଲରେ ରହିବା ଉଚିତ ଇମ୍ରାନ

ଇସଲାମାବାଦ,୧୬।୬: ପାକିସ୍ତାନର ଲୋକମାନେ ବିଶ୍ୱାସ କରନ୍ତି ଯେ ଦେଶର ଆର୍ଥିକ ସ୍ଥିରତା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ୨୦୨୯ ପର୍ଯ୍ୟନ୍ତ ପାଞ୍ଚ ବର୍ଷ ଜେଲରେ...

ଜାପାନରେ ବ୍ୟାପିଲା ମାଂସ ଖାଉଥିବା ବିରଳ ଜୀବାଣୁ, ଯାହା ୨ ଦିନରେ ନେଇପାରେ ଜୀବନ

ନୂଆଦିଲ୍ଲୀ, ୧୬।୬: ମାଂସ ଖାଉଥିବା ବିରଳ ଜୀବାଣୁ ବ୍ୟାପିଛି ଜାପାନରେ ଯାହାଦ୍ୱାରା ଲୋକମାନେ ମାତ୍ର ୪୮ ଘଣ୍ଟାରେ ଜୀବନ ହରାଇ ପାରନ୍ତି। କରୋନା ମହାମାରୀ ପରେ...

ମୋଦିଙ୍କୁ ଚିଠି ଲେଖିଲେ ପାଲେଷ୍ଟାଇନ୍‌ ପ୍ରଧାନମନ୍ତ୍ରୀ, କହିଲେ ଏହାକୁ ଥରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ବି ପଢ଼ିବା ଉଚିତ, କାରଣ…

ଜେରୁଜେଲମ୍‌,୧୬ା୬: ପଡ଼ୋଶୀ ଦେଶ ପାକିସ୍ତାନ ନିଜକୁ ମୁସଲମାନ ଦେଶର ବାଦ୍‌ଶାହା ଭାବରେ ପ୍ରମାଣ କରିବାକୁ ଚେଷ୍ଟା ଜାରି ରଖିଛି। ସେ ଅନୁଭବ କରୁଛି ଯେ, ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri