Posted inଜାତୀୟ

ସୋସିଆଲ ମିଡିଆ ଷ୍ଟାର୍‌ ଲୀନାଙ୍କ ଆତ୍ମହତ୍ୟା

ରାୟପୁର, ୨୮ା୧୨: ଛତିଶଗଡ଼ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଲୀନା ନାଗବଂଶୀ ମଙ୍ଗଳବାର ରାୟଗଡ଼ସ୍ଥିତ ନିଜ ଘରେ ଆତ୍ମହତ୍ୟା କରିଛନ୍ତି। ଘଟଣାର ସୂଚନା ପାଇ ସ୍ଥାନୀୟ ପୋଲିସ ଲୀନାଙ୍କ ଘରେ ପହଞ୍ଚତ୍ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ପୋଷ୍ଟମର୍ଟମ୍‌ ପାଇଁ ୨୨ ବର୍ଷୀୟା ଲୀନାଙ୍କ ମୃତଦେହକୁ ଜିଲା ହସ୍ପିଟାଲକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଜ୍‌ମା ଦାନ କଲେ ମିଳିବ ପୁରସ୍କାର ୫ ହଜାର

ବେଙ୍ଗାଲୁର, ୧୬।୭: ପ୍ଲାଜ୍‌ମା ଦାନ କରୁଥିବା ଲୋକଙ୍କ ପାଇଁ କର୍ନାଟକ ସରକାରଙ୍କ ପକ୍ଷରୁ ପୁରସ୍କାର ଘୋଷଣା କରାଯାଇଛି। ଯେଉଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ସେମାନଙ୍କଠାରୁ...

କଳାବଜାର ରୋକିବା ପାଇଁ ଏମିତି ବେଶ ଧରିଲେ ଉପଜିଲାପାଳ

ବିଜୟଓ୍ବାଡା,୧୦।୮: ଆନ୍ଧ୍ରପ୍ରଦେଶର ବିଜୟୱାଡାଠାରେ କଳାବଜାର ରୋକିବା ପାଇଁ ଆଇଏଏସ ଜି ସୂର୍ଯ୍ୟ ସାଇ ପ୍ରବୀଣଚାନ୍ଦ ଏକ ଭିନ୍ନ ପନ୍ଥା ଆପଣାଇଥିଲେ। ଯାହା ଏବେ ସୋସିଆଲ ମିଡିଆରେ...

ରବର ଷ୍ଟାମ୍ପ୍‌ ଭଳି କାମ କରିବାକୁ ଚାହୁଁଛନ୍ତି ସରକାର…

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ହେବାକୁ ଥିବା ସଂସଦର ମୌସୁମୀ...

ମରଣ ମୁହଁରୁ ଶ୍ରମିକଙ୍କୁ ଉଦ୍ଧାର କରୁଛନ୍ତି ଯବାନ

ଡେରାଡୁନ୍‌,୭।୨: ଉତ୍ତରାଖଣ୍ଡରେ ପ୍ରକୃତିର କରାଳ ତାଣ୍ଡବ ଦେଖିବାକୁ ମିଳିଛି। ବରଫ ଅତଡା ଖସି ଧୌଳି ଗଙ୍ଗା ନଦୀରେ ଭୟଙ୍କର ବନ୍ୟା ପରିସ୍ଥିତି ଉପଜୁଛି। ଫଳରେ ନିକଟରେ...

୧୬ ଯାଏ କଲେଜ ବନ୍ଦ

ଉଡ଼ୁପି,୧୨।୨: କର୍ନାଟକରେ ହିଜାବକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ କଲେଜ ଛୁଟିକୁ ୧୬ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ୧୪ ତାରିଖରେ ସ୍କୁଲ୍‌ ଖୋଲିବାକୁ ଥିବାରୁ...

ନୌସେରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ଆତଙ୍କବାଦୀ ନିହତ

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର ରାଜୌରୀରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ମଙ୍ଗଳବାର ନୌସେରା ସେକ୍ଟରର ଏଲ୍‌ଓସି ନିକଟରେ କେତେକ ଆତଙ୍କବାଦୀ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିଲେ। ସେମାନଙ୍କ...

ଦୁର୍ନୀତି ମୁକ୍ତ ସମାଜ ଅପରିହାର୍ଯ୍ୟ, ପ୍ରୟାସ ମାଧ୍ୟମରେ ସ୍ବପ୍ନ ହେବ ପୂରଣ…

ନୂଆଦିଲ୍ଲୀ, ୩୦।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ମନ କି ବାତ୍‌ରେ ଯୋଗଦେଇ କହିଛନ୍ତି ଯେ, ଦେଶର ବିକାଶ ପାଇଁ...

ଦୈନିକ ମୃତ୍ୟୁ ସଂଖ୍ୟା ୧୪…

ନୂଆଦିଲ୍ଲୀ, ୨୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

Advertisement
Archives

Model This Week