‘କାହାଣୀ କାନ୍ଦୁଛି ଆଖି ଲୁଚେଇ ‘ ନାଟକ ମଞ୍ଚସ୍ଥ 

ଦିଗପହଣ୍ଡି,୧୯। ୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ଚୌଧୁରୀ ଟିକରପଡା ଗ୍ରାମରେ ଶ୍ରୀ ହନୁମାନ ଜୟନ୍ତୀ ଉତ୍ସବ ଉଦଯାପନୀ ଉପଲକ୍ଷେ ଶୁକ୍ରବାର ରାତିରେ ଶ୍ରେଷ୍ଠ ସାମାଜିକ ନାଟକ ‘କାହାଣୀ କାନ୍ଦୁଛି ଆଖି ଲୁଚେଇ ‘ ନାଟକ ମଞ୍ଚସ୍ଥ ହୋଇଯାଇଛି ।  ଦିଗପହଣ୍ଡି ବ୍ଳକ ପୂର୍ବତନ ଅଧ୍ୟକ୍ଷ ତଥା ଜିଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ନାଟକକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ସେହିପରି ବ୍ରହ୍ମପୁର ଏମ.ପି  ପ୍ରତିନିଧି କେ . ହରିବନ୍ଧୁ ରେଡ୍ଡୀ , ସ୍ଥାନୀୟ ସରପଞ୍ଚ ଦୀନବନ୍ଧୁ ସେଠୀ , ବମକୋଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନ , ସମିତି ସଭ୍ୟ ପଙ୍କଜ ସାହୁ ,  ଗୈାଡ ଗାଁ ପଞ୍ଚାୟତ ପୂର୍ବତନ ସରପଞ୍ଚ କୃଷ୍ଣଚନ୍ଦ୍ର ସାହୁ , ସୁଶାନ୍ତ ଷଡଙ୍ଗୀ, ଯୋଗାଣ ସହାୟକ ରାଘବ ସାହୁ , ରାଜକିଶୋର ମହାନ୍ତି  , ବିକ୍ରମ ସିଂ , ବୈରାଗୀ ପ୍ରଧାନ  , ନିଲୁ ରଥ , ପୂର୍ବତନ ସରପଞ୍ଚ ପ୍ରତିନିଧି ପୀତବାସ ଚଣ୍ଡ ଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ନାଟକ ଉଦଘାଟନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?