ମିଳିଲା ସବୁଜ ସଙ୍କେତ: ଏନ୍‌ଏସ୍‌ଇରେ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଏସ୍‌ଏସ୍‌ଇ

ନୂଆଦିଲ୍ଲୀ,୨୩।୨: ସାମାଜିକ ଉଦ୍ୟୋଗଗୁଡିକର ପାଣ୍ଠି ସହ ଜଡିତ ସମସ୍ୟାର ସମାଧାନ ପାଇଁ ସୋସିଆଲ ଷ୍ଟକ ଏକ୍ସଚେଞ୍ଜ (ଏସ୍‌ଏସ୍‌ଇ) ବିଭାଗ ଆରମ୍ଭ କରାଯାଇଛି। ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ଏକ ବିବୃତ୍ତି ଅନୁଯାୟୀ, ଫେବୃଆରୀ ୨୨ରେ SEBIରୁ ଚୂଡ଼ାନ୍ତ ଅନୁମୋଦନ ମିଳିଛି। ଏହାକୁ ଏକ ପୃଥକ ବିଭାଗ ଭାବରେ ପ୍ରଦାନ କରାଯାଉଛି ।

ଏନ୍‌ଏସ୍‌ଇ ଏମଡି ଏବଂ ସିଇଓ ଆଶିଷ କୁମାର ଚୌହାନ କହିଛନ୍ତି, ଆମେ ସଚେତନତା ସୃଷ୍ଟି କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ କରୁଛୁ। ବର୍ତ୍ତମାନ ଏକ୍ସଚେଞ୍ଜରେ ଅନବୋର୍ଡିଂର ବିଭିନ୍ନ ପର୍ଯ୍ୟାୟ ଆରମ୍ଭ କରୁଛୁ। ଏଥିଲାଗି ସାମାଜିକ ଉଦ୍ୟୋଗଗୁଡିକୁ ସାମାଜିକ ଷ୍ଟକ ଏକ୍ସଚେଞ୍ଜ ବିଭାଗରେ ପଞ୍ଜୀକୃତ ହେବାକୁ ଅନୁରୋଧ କରାଯାଇଛି। ଏହାଦ୍ୱାରା ହେବାକୁ ଥିବା ଲାଭ ବିଷୟରେ ଏନ୍‌ଏସ୍‌ଇକୁ ସମ୍ପର୍କ କରି ବୁଝି ହେବ।

କାହାପାଇଁ ସୋସିଆଲ ଷ୍ଟକ ଏକ୍ସଚେଞ୍ଜ?
ଅଣ-ଲାଭ ସଂଗଠନ (ଏନ୍‌ପିଓ) କିମ୍ବା ଲାଭକାରୀ ସାମାଜିକ ଉଦ୍ୟୋଗ (ଏଫ୍‌ପିଇ) କିମ୍ବା ଏହିପରି ସମସ୍ତ ଅନୁଷ୍ଠାନ ଯାହା ସେମାନଙ୍କର ସାମାଜିକ ଉଦ୍ଦେଶ୍ୟର ପ୍ରାଥମିକତା ପ୍ରତିଷ୍ଠା କରିବା ପରେ ସୋସିଆଲ ଷ୍ଟକ ଏକ୍ସଚେଞ୍ଜ ଅଧୀନରେ ତାଲିକାଭୁକ୍ତ ହୋଇପାରନ୍ତି। ଏହି ପଦକ୍ଷେପ ସାମାଜିକ ଉଦ୍ୟୋଗଗୁଡିକୁ ଏକ ଦୃଶ୍ୟମାନତା ପ୍ରଦାନ କରିବା ସହିତ ପାଣ୍ଠି ସଂଗ୍ରହ ତଥା ଏହାର ସଠିକ ଉପଯୋଗ କରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?