ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ କଟକ ବଡ଼ ମେଡିକାଲରେ ଭର୍ତ୍ତି

କଟକ ଅଫିସ,୨୫।୧୨: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଶୁକ୍ରବାର ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିବା ସୂଚନା ମିଳିଛି।

ଡି. ପ୍ରକାଶ ରାଓ ଗୁରୁବାରଠାରୁ ଅସୁସ୍ଥ ହୋଇ ପଡ଼ିଥିଲେ। ତେବେ ତାଙ୍କୁ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି। ଶ୍ୱାସକ୍ରିୟାରେ ସମସ୍ୟା ହେଉଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ବ୍ଲକକୁ ସଂଖ୍ୟାଲଘୁ ସମ୍ପ୍ରଦାୟ ଲୋକ ପଶିଆସିଥିବା ଆଶଙ୍କା: ସୂଚନା ପାଇଲେ ଜଣାଇବାକୁ ପ୍ରଶାସନର ଅନୁରୋଧ

ଗଞ୍ଜାମ,୪ା୪(ବ୍ୟୁରୋ)- ସଂଖ୍ୟାଲଘୁ ସମ୍ପ୍ରଦାୟର କେତେକ ଲୋକ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ଅଂଚଳକୁ ପଶିଆସିଥିବା ପ୍ରଶାସନ ଅନୁମାନ କରିଛି । ଏଥିପାଇଁ ତହସିଲଦାର ଅବନୀ...

ଦୁର୍ଘଟଣାରେ ୨ ପରୀକ୍ଷାର୍ଥୀଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୃଥକ୍‌ ସ୍ଥାନରେ ରବିବାର ସଡ଼କ ଦୁର୍ଘଟଣାରେ ୨ପରୀକ୍ଷାର୍ଥୀଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଟାଉନ ଥାନା ଅଧୀନ ରାମଚନ୍ଦ୍ରପୁର ନିକଟରେ...

ସାଇକେଲରେ ବିଧାନସଭା ଆସିଲେ କଂଗ୍ରେସ ବିଧାୟକ

ଭୁବନେଶ୍ବର, ୨୩।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ବୃଦ୍ଧି ଘଟିଛି । ଯାହା ସାଧାରଣ ଜନତାଙ୍କ ଉପରେ ବେଶ ପ୍ରଭାବ ପକାଉଛି । ଏନେଇ...

ଜାଲ୍‌ ହନୁମାନ ତମ୍ବା ପଇସା ଦେଇ ଠକୁଥିଲେ, ତାପରେ…

ଚିତ୍ରକୋଣ୍ଡା,୧୪ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସଦରର ଜଣେ ବ୍ୟକ୍ତିଙ୍କ ଘରୁ ହନୁମାନ ପଇସା, ବହୁ ପୁରୁଣା ତମ୍ବା ମୁଦ୍ରା, ହରିଣ ଛାଲ, ଗୋଟିଏ ବନ୍ଧୁକ, ଜବତ...

ବଣ୍ଡାଘାଟିରେ ଡିଜିପି ଅଭୟ

ମାଲକାନଗିରି/ଗୋବିନ୍ଦପାଲି, ରାୟଗଡା ଅଫିସ,୭।୩: ମାଲକାନଗିରି ଜିଲା ଖଇରପୁଟ ବ୍ଲକର ଦୁର୍ଗମ ଅଞ୍ଚଳ ତଥା ମାଓବାଦୀ ଅଧ୍ୟୁଷିତ ବଣ୍ତାଘାଟିକୁ ରବିବାର ଡିଜିପି ଅଭୟ ଗସ୍ତ କରିଥିଲେ। ବଣ୍ତାଘାଟିରେ...

ବଡସିମଲଇ ଗ୍ରାମର ସୋଲାର ଜଳ ପ୍ରକଳ୍ପ ଅଚଳ

ରିଆମାଳ, ୧୯।୧୨(ଡି.ଏନ.ଏ.) -ଦେବଗଡ ଜିଲା ରିଆମାଳ ବ୍ଲକ ବଡସିମଲଇ ଗ୍ରାମରେ ଜଳାଭାବ ଯୋଗୁ ଏକ ସୋଲାର ଜଳ ପ୍ରକଳ୍ପ ହୋଇଛି। କିନ୍ତୁ ଦୀର୍ଘ ୩ ମାସରୁ...

ଗାଧେଇବାକୁ ଯାଇ ଫେରିଲେନି ଆଈ-ନାତୁଣୀ

କେନ୍ଦୁଝର,୨୪।୨ (ସ୍ବ.ପ୍ର.) କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଅନ୍ତର୍ଗତ ଭେଜିଡିହି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀକୁ ଗାଧୋଇବାକୁ ଯାଇ...

ଲଘୁଚାପଜନିତ ବର୍ଷା ବଢ଼ାଇଲା ଦୁର୍ଦ୍ଦଶା

କୁଜଙ୍ଗ,୨୦।୮(ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକରେ ୫ ଦିନ ହେବ ଜଳବନ୍ଦୀ ଥିବା ବନ୍ୟାବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିଯାଇଛି। ଗୁରୁବାର ରାତିରୁ ପୁନର୍ବାର ଲଘୁଚାପଜନିତ ବର୍ଷା ଆରମ୍ଭ ହୋଇଛି। ଏନେଇ...

Advertisement
Archives

Model This Week