ସାମାଜିକ କର୍ମୀଙ୍କ ପରଲୋକ: ବିଧାୟକଙ୍କ ଶୋକ ପ୍ରକାଶ

ଭଞ୍ଜନଗର,୨୩।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ବାଉଁଶଲୁଣ୍ଡି ଗ୍ରାମର ସାମାଜିକ କର୍ମୀ ଶଙ୍କର୍ଷଣ ପ୍ରଧାନ (ଟୁନା) ୫୯ ବର୍ଷ ବୟସରେ ରବିବାର ରାତିରେ ହଠାତ୍‌ ହୃଦଘାତ ଯୋଗୁ ପରଲୋକ ଗମନ କରିଛନ୍ତି। ତାଙ୍କର ବିୟୋଗରେ ସମ୍ପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବହୁ ବିଶିଷ୍ଟ ତାଙ୍କର ଅନ୍ତିମ ଦର୍ଶନ କରି ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ଏହାପରେ ପୁରୀରେ ଟୁନାଙ୍କ ଅନ୍ତିମ ସତ୍କାର ପାଇଁ ସୋମବାର ସକାଳେ ନିଆଯାଇଛି।
ସ୍ବର୍ଗତ ଟୁନା ପ୍ରଧାନ ଘୁମୁସର ଅଞ୍ଚଳର ବିଭିନ୍ନ ଅନୁଷ୍ଠାନ ସହ ଜଡିତ ଥିଲେ। ବାଉଁଶଲୁଣ୍ଡି ଗ୍ରାମ କୁର୍ମୀ କ୍ଷତ୍ରିୟ ସମାଜର ସଭାପତି ସମେତ ନଦିଆ ସଙ୍ଘ, ରାଧାକୃଷ୍ଣ ପାଠାଗାର, ରାଧାକୃଷ୍ଣ ମନ୍ଦିର ପରିଚାଳନା କମିଟି,ବାଉଁଶଲୁଣ୍ଡି ଠାକୁରାଣୀ ଯାତ୍ରା କମିଟିର ସକ୍ରିୟ ସଭ୍ୟ ଭାବେ କାର୍ଯ୍ୟ କରି ଆସୁଥିଲେ। ଟୁନାଙ୍କ ବିୟୋଗରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ଭବାନୀ ଶଙ୍କର ପ୍ରଧାନ, କୂର୍ମି କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ବରିଷ୍ଠ କର୍ମକର୍ତ୍ତା ବୈଦ୍ୟନାଥ ପ୍ରଧାନ, ସରୋଜ ରାଉଳ, ବିଶ୍ୱନାଥ ରାଉତ ପ୍ରମୁଖ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ଭାବୁକ ହେଲେ ଶିବକୁମାର, ମା’ଙ୍କ ପାଦ ଛୁଇଁ…

ବେଙ୍ଗାଲୁରୁ,୩ା୬: କର୍ନାଟକରେ ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ହୋଇଥିବା ଡି.କେ. ଶିବକୁମାରଙ୍କ ସହିତ ଆଜି ୧୩…

ଚାଲିଥିଲା ବୈଠକ, ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ

ଖୋର୍ଦ୍ଧା,୩ା୬(ପ୍ରଭାତ ପାଣିଗ୍ରାହୀ): ଜିଲା ପରିଷଦ ବୈଠକରେ ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି। ଜନପ୍ରତିନିଧିଙ୍କୁ ବୋଲଗଡ ବିଡିଓଙ୍କ ଅଣଦେଖା, ଦୁର୍ବ୍ୟବହାର ଏବଂ ଅସହଯୋଗ ମନୋଭାବ ପ୍ରତିବାଦରେ ୨୭…

ଜଣେ ଛାତ୍ରଙ୍କୁ ପଢ଼ାଇବା ପାଇଁ ଏତେଟଙ୍କା ଚାର୍ଜ କରନ୍ତି ଖାନ୍‌ ସାର? କୋଚିଂ ଫିସ୍‌ ଜାଣିଲେ…

ନୂଆଦିଲ୍ଲୀ,୩।୬: ଖାନ ସାରଙ୍କୁ କିଏ ବା ନଜାଣେ.. ନିଜର ନିଆରା ପଢ଼ାଇବା ଶୈଳୀ ପାଇଁ ସାରା ଦେଶରେ ପ୍ରସିଦ୍ଧ ଖାନ ସାର୍‌ ଲକ୍ଷ ଲକ୍ଷ ପିଲାଙ୍କ ପ୍ରିୟ…

ବିମାନବନ୍ଦରରେ ରିଲ୍ସ କରୁଥିଲେ ସାବଧାନ! ଆସିଲା ନୂଆ ନିୟମ, ନଚେତ୍ ହୋଇପାରେ

ନୂଆଦିଲ୍ଲୀ,୩।୬: ଏଣିକି ବିମାନବନ୍ଦରରେ ସେଲଫି ନେବା, ଇନଷ୍ଟାଗ୍ରାମ ରିଲ୍ ତିଆରି କରିବା କିମ୍ବା ଯାତ୍ରା ଭ୍ଲଗ୍ ସୁଟିଂ କରୁଥିବା ପ୍ରେମୀମାନଙ୍କୁ ସତର୍କ ରହିବାକୁ ପଡିବ ।ଡିଜିସିଏ ବିମାନବନ୍ଦର ପରିସରରେ…

ଯୁବତୀଙ୍କୁ ଲଜ୍‌ରେ ସିନ୍ଦୂର ପିନ୍ଧାଇ ବିବାହ କରିଥିଲେ ଯୁବକ, ଶାରୀରିକ ସମ୍ପର୍କ ରଖିବା ପରେ…

ରିଷିଡ଼ା,୩ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବକ ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ…

ଦିନେ ଛାଡ଼ି ଦେଇଥିଲେ ୧୦୭ କୋଟି ଟଙ୍କାର ଅଫର୍, ଆଜି ଖାନ ସାରଙ୍କ କୋଚିଂ ଫିସ୍‌, ମାସକୁ କେତେ ଲକ୍ଷ ଟଙ୍କା ରୋଜଗାର ଜାଣନ୍ତୁ…

ନୂଆଦିଲ୍ଲୀ,୩।୬: ପ୍ରସିଦ୍ଧ ଶିକ୍ଷକ ତଥା ୟୁଟ୍ୟୁବର୍‌ ଖାନ ସାର୍‌ (Khan Sir) ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିହାରର ରାଜଧାନୀ ପାଟନାରେ ଥିବା ତାଙ୍କ କୋଚିଂ ପ୍ରତିଷ୍ଠାନ…

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ

କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ…

IND vs AFG: ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଖେଳିବେନି ମହମ୍ମଦ ସିରାଜ! ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୩।୬: ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ଡାହାଣହାତୀ ଦ୍ରୁତ ବୋଲର ମହମ୍ମଦ ସିରାଜ ଖେଳିବା ସମ୍ଭାବନା ବହୁତ କମ୍ ରହିଛି । ଏହି ଟେଷ୍ଟ ମ୍ୟାଚ୍ ଜୁନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri