ପରଲୋକରେ ସମାଜସେବୀ ସକଳାବାତ୍ତୁଳା ଲକ୍ଷ୍ମଣ ମୂର୍ତ୍ତି, ଝୁରି ହେଉଛନ୍ତି ଅଞ୍ଚଳବାସୀ

ଗୁଣୁପୁର, ୧୫।୧(ସଂକେତ ପାତ୍ର): ଗୁଣୁପୁର ଅଞ୍ଚଳର ପ୍ରସିଦ୍ଧ ଜମିନ୍ଦାର ତଥା ବ୍ୟବସାୟୀ ଏବଂ ସାମାଜିକ କ୍ଷେତ୍ରରେ ପରିଚିତ ବ୍ୟକ୍ତିତ୍ୱ ସକଳାବାତ୍ତୁଳା ଲକ୍ଷ୍ମଣ ମୂର୍ତ୍ତିଙ୍କର ଗୁରୁବାର ଅପରାହ୍ନ ୨ଟା ୪୦ ମିନିଟ ସମୟରେ ହିରାମଣ୍ଡଳମ, ଶ୍ରୀକାକୁଳମ ଜିଲା (ଆନ୍ଧ୍ରପ୍ରଦେଶ) ଠାରେ ପରଲୋକ ଘଟିଛି। ସେ ବହୁଦିନ ଧରି ବୟସାଧିକ ଜନିତ ରୋଗରେ ପୀଡିତ ଥିଲେ ଏବଂ ଚିକିତ୍ସାଧୀନ ଅବସ୍ଥାରେ ଥିଲେ। ସକଳାବାତ୍ତୁଳା ଲକ୍ଷ୍ମଣ ମୂର୍ତ୍ତି ତାଙ୍କ ବଡ଼ ପୁଅଙ୍କ ପାଖରେ ରହୁଥିଲେ, ଯେତେବେଳେ ତାଙ୍କ ଛୋଟ ପୁଅ ଗୁଣୁପୁରରେ ବସବାସ କରୁଛନ୍ତି। ତାଙ୍କ ଛୋଟ ପୁଅ ସକଳାବାତ୍ତୁଳା ବାବା ପ୍ରସାଦ ବର୍ତ୍ତମାନ ଗୁଣୁପୁର କଳିଙ୍ଗ ବୈଶ୍ୟ ସଂଘର ପ୍ରେସିଡେଣ୍ଟ (ସଭାପତି )ଭାବେ କାର୍ଯ୍ୟରତ ଅଛନ୍ତି।

ଦୀର୍ଘ ସମୟ ଧରି ଲକ୍ଷ୍ମଣ ମୂର୍ତ୍ତି ବ୍ୟବସାୟ ସହ ସାମାଜିକ କ୍ଷେତ୍ରରେ ସକ୍ରିୟ ରହି ଗୁଣୁପୁର ଅଞ୍ଚଳରେ ଏକ ସମ୍ମାନିତ ଓ ଆଦରଣୀୟ ବ୍ୟକ୍ତିତ୍ୱ ଭାବେ ପରିଚିତ ଥିଲେ। ତାଙ୍କ ପରଲୋକର ସମାଚାର ପାଇବା ସହିତ ଗୁଣୁପୁର ସହର ସହ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବହୁ ସାମାଜିକ ସଂଗଠନ, ବ୍ୟବସାୟୀ, ଗଣ୍ୟମାନ୍ୟ ବ୍ୟକ୍ତି ଓ ଶୁଭେଚ୍ଛୁମାନେ ଗଭୀର ଶୋକ ପ୍ରକାଶ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହ ଅମର ଆତ୍ମାର ଶାନ୍ତି କାମନା କରିବା ସହ ଶୋକାକୁଳ ପରିବାରବର୍ଗଙ୍କୁ ଈଶ୍ୱର ସାହାସ ଓ ଶକ୍ତି ଦିଅନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri