Posted inଫୁରସତ

ପ୍ରେମରୁ କଳି: ପ୍ରେମିକାଙ୍କୁ ଗୁଳିକଲେ ପ୍ରେମିକ, ମତ୍ୟୁ ପୂର୍ବରୁ ରେକର୍ଡ କଲେ ଭିଡିଓ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ତେବେ ସେଥିରୁ କେତେକ ଭିଡିଓ ଆଶ୍ଚର୍ଯ୍ୟକର ମନେ ହେଲାବେଳେ କିଛି ଭିଡିଓ ଖରାପ ପ୍ରଭାବ ପକାଉଛି। ଲଭ୍‌ ଧୋକା ଆଜିର ସମୟରେ ଟ୍ରେଣ୍ଡରେ ପରିଣତ ହୋଇଯାଇଛି। ର୍ଗଲଫ୍ରେଣ୍ଡ ବୟଫ୍ରେଣ୍ଡ ବର୍ତ୍ତମାନ ସମୟରେ ଫ୍ୟାଶନ ହୋଇଗଲାଣି। ପ୍ରେମିକଙ୍କ ଗୁଳିରେ ଜଣେ ୨୩ ବର୍ଷର ପ୍ରେମିକା ପ୍ରାଣ ହରାଇଛନ୍ତି। ତେବେ ସବୁଠୁ ଆଶ୍ଚଚର୍ଯ୍ୟକର ବିଷୟ ଗୁଳି ଚାଳନା ବେଳେ ପ୍ରେମିକାଙ୍କ ମୋବାଇଲ୍‌ରେ ଏହି ଘଟଣା କଏଦ ହୋଇଛି। ସେ ନିଜେ ଏହି ଭିଡିଓକୁ ରେକର୍ଡ କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ବ୍ରାଜିଲର ଦକ୍ଷିଣ-ପଶ୍ଚିମ ଅଞ୍ଚଳ ଗୋୟାସର ଜାଟାଇରେ।
କୌଣସି କାରଣ ବସତଃ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା ଏହି ସମୟରେ ପ୍ରେମିକ ଜଣଙ୍କ ତାଙ୍କ ପ୍ରେମିକାଙ୍କୁ ଗୁଳି କରିଥିଲେ। ପ୍ରେମିକା ଏହାକୁ ରେକର୍ଡ କରିଥିବା ବେଳେ ତଳେ ପଡ଼ିଯାଇଥିବା ସମୟରେ ଏହି ଭିଡିଓ ରେକର୍ଡ ବନ୍ଦ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ମିଶନ ୨୦୨୭ ପାଇଁ ଟିମ୍‌ ପ୍ରସ୍ତୁତ

ଲକ୍ଷ୍ନୌ,୨୫।୬: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର ପ୍ରଦେଶ ୟୁନିଟ ପାଇଁ ନୂତନ ଦଳ ଘୋଷଣା କରାଯାଇଛି। ୟୁପି ଭାଜପା ସଭାପତି ପଙ୍କଜ ଚୌଧୁରୀ ତାଙ୍କ ଦଳରେ…

ସ୍କୁଟି – ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଯୁବକଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଢଉଗାଁ ୩୨୬ ନଂ ଜାତୀୟ ରାଜପଥ ଆଙ୍କୋରଡ଼ା ଗ୍ରାମ ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ସ୍କୁଟି…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଦଳି ମାରିଦେଲା ହାତୀ, ବନ ବିଭାଗ ପହଞ୍ଚି….

ସମ୍ବଲପୁର,୨୫ା୬(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଭୀମଖୋଜ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭୀମଖୋଜ ଗ୍ରାମ…

ବଡ଼ ଖବର: ହର୍ମୁଜ ପାର କଲା ୩୦ ଭାରତୀୟ ଜାହାଜ, ଦୂର ହେବ LPG-LNG ସଙ୍କଟ, ଜାଣନ୍ତୁ ଏବେ କେତେ ଜାହାଜ ଫସି ରହିଛନ୍ତି

ତେହରାନ,୨୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଯୋଗୁ ହର୍ମୁଜ ପ୍ରଣାଳୀ ପୁନର୍ବାର ଖୋଲିଛି, ଯାହା ଫଳରେ ସେଠାରେ ଫସି ରହିଥିବା ଜାହାଜଗୁଡ଼ିକ ସେମାନଙ୍କର ଯାତ୍ରା…

ବିକ୍ରି ହୋଇନପାରି ପଡିରହିଛି ହଜାର ହଜାର ପ୍ୟାକେଟ ଧାନ, ଧାରଣାରେ ବସିଲେ ଚାଷୀ

ଅତାବିରା,୨୫ା୬(ଯୁଧିଷ୍ଠିର ମହାପାତ୍ର): ରବି ଫସଲ ଧାନ କିଣାବିକା ପ୍ରକ୍ରିୟା ଆଉ ମାତ୍ର ୫ ଦିନ ପରେ ଅର୍ଥାତ୍ ଜୁନ ୩୦ ତାରିଖ ଶେଷ ହେବାକୁ ଯାଉଛି ।…

ଦାରିଙ୍ଗବାଡି ଯାଉଥିବା ବେଳେ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

ଦାରିଙ୍ଗବାଡି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ…

ବିଜେଡିରେ ସୁଜାତା ସାମିଲ ହେବା ପରେ ଶଙ୍ଖ ଭବନରୁ ଆସିଲା ବଡ଼ ଖବର: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୬: ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri