ସମାଜର ମୃତ୍ୟୁ ହୋଇଯାଇଛି: ସ୍ବରା

ମୁମ୍ବାଇ: ସମ୍ପ୍ରତି ଅଭିନେତା ଭିକି କୌଶଲ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କର ଫିଲ୍ମ ‘ଛାବା’ ବକ୍ସ ଅଫିସରେ ନିଜ ଜଲ୍‌ଓ୍ବା ଦେଖାଇଚାଲିଛି। ରିଲିଜ୍‌ ହେବାର ମାତ୍ର ୫ ଦିନ ମଧ୍ୟରେ ଏହି ଫିଲ୍ମ କେବଳ ଭାରତୀୟ ଫିଲ୍ମ ହଲଗୁଡ଼ିକରୁ ୨୦୦ କୋଟି ଟଙ୍କାରୁ ଅଧିକ ବ୍ୟବସାୟ କରିଛି। ତେବେ ଏହି ଫିଲ୍ମକୁ ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭର ଦଳାଚକଟା ସହ ଯୋଡ଼ି ଅଭିନେତ୍ରୀ ସ୍ବରା ଭାସ୍କରା ଏକ୍ସ’ରେ ଏକ ସମାଲୋଚନା ମୂଳକ ପୋଷ୍ଟ କରିଛନ୍ତି। ‘ଛାବା’ ଫିଲ୍ମରେ ଲୋକଙ୍କ ପକ୍ଷରୁ ଆସୁଥିବା ଭାବନାତ୍ମକ ପ୍ରତିକ୍ରିୟାକୁ ନେଇ ସ୍ବରା ଲେଖିଛନ୍ତି, ୫୦୦ ବର୍ଷ ତଳେ ହିନ୍ଦୁଙ୍କ ଉପରେ ହୋଇଥିବା ଅତ୍ୟାଚାରକୁ ଏକ କାଳ୍ପନିକ ଚଳଚ୍ଚିତ୍ରରେ ଦେଖାଯିବାକୁ ନେଇ ଲୋକେ କ୍ରୋଧିତ ହୋଇଯାଉଛନ୍ତି। ଅନ୍ୟପକ୍ଷରେ, ମହାକୁମ୍ଭର ଖରାପ ପରିଚାଳନା ଏବଂ ଦଳାଚକଟା ମୃତ୍ୟୁକୁ ନେଇ ସେମାନଙ୍କୁ କ୍ରୋଧ ଆସୁନାହିଁ। ମହାକୁମ୍ଭରେ ମୃତଦେହଗୁଡ଼କୁ ବୁଲ୍‌ଡୋଜର ସାହାଯ୍ୟରେ ବାହାର କରାଯାଇଥିଲା। କିନ୍ତୁ ଏହା ବିରୋଧରେ କେହି ମଧ୍ୟ ପ୍ରତିବାଦ କଲେ ନାହିଁ। ବାସ୍ତବରେ ଆମେ ରହୁଥିବା ସମାଜରେ ଲୋକଙ୍କର ବୁଦ୍ଧି ଏବଂ ଆତ୍ମା ମରିଯାଇଛି ବୋଲି ସ୍ବରା କହିଛନ୍ତି। ପ୍ରକାଶ ଯେ, ‘ଛାବା’ ଫିଲ୍ମ ଶମ୍ଭାଜୀ ମହାରାଜଙ୍କ ଜୀବନୀକୁ ନେଇ ଆଧାରିତ ରହିଛି। ଶମ୍ଭାଜୀ ମହାରାଜଙ୍କୁ ଅତ୍ୟାଚାର କରାଯାଉଥିବା ନେଇ ଫିଲ୍ମର ଅନ୍ତିମ ଦୃଶ୍ୟରେ ପ୍ରକାଶ ପାଇଛି। ଏହି ଦୃଶ୍ୟ ଦେଖି ଲୋକେ ଭାବ ବିହ୍ବଳ ହେବା ସହ କ୍ରୋଧିତ ହୋଇ ସାମାଜିକ ଗଣମାଧ୍ୟମରେ ବିଭିନ୍ନ ପ୍ରତିକ୍ରିୟା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ବନ୍ୟା ରିଲିଫ୍-ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ଆରଡିସି ବିଜୟ ଅମୃତା କୁଲାଙ୍ଗେ; ସହାୟତା କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ…

ଭଞ୍ଜନଗର୧୨।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଗତ ୨୮ ଓ ୨୯ ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ପରେ ଚାଲିଥିବା ରିଲିଫ୍ ଓ ପୁନରୁଦ୍ଧାର…

ପୁଣି ଖୋଲିବ ବରଗଡ଼ ସମବାୟ ଚିନିକଳ! ପୁନରୁଦ୍ଧାର ପାଇଁ ଅମିତ ଶାହାଙ୍କ ପ୍ରତିଶ୍ରୁତି; ବାୟୋ-ଇଥାନଲ୍ ପ୍ରକଳ୍ପ ଉଦ୍‌ଘାଟନ ପାଇଁ…

ବରଗଡ଼,୧୨।୧୧(ପ୍ରେମାନନ୍ଦ ଖମାରୀ): ବନ୍ଦ ପଡ଼ିଥିବା ବରଗଡ଼ ସମବାୟ ଚିନିକଳର ପୁନରୁଦ୍ଧାର ପାଇଁ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ପ୍ରତିଶ୍ରୁତି ଦେଇଛନ୍ତି। ବରଗଡ଼ MP…

ଟ୍ରେନ୍‌ରେ ଯୁବତୀଙ୍କୁ ଅସଦାଚରଣ; ବିରୋଧ କରିବାରୁ ଟ୍ରାକ୍‌କୁ ଠେଲିଦେଲେ ଅଭିଯୁକ୍ତ, ତାପରେ…

ମୁମ୍ବାଇ,୧୨।୧୧: ମୁମ୍ବାଇ ଲୋକାଲ୍ ଟ୍ରେନ୍‌ରେ ମହିଳାଙ୍କ ସୁରକ୍ଷାକୁ ନେଇ ପୁଣି ଉଠିଲା ପ୍ରଶ୍ନ । ଟ୍ରେନ୍‌ରେ ଜଣେ ଯୁବତୀଙ୍କ ସହ ଅସଦାଚରଣ କରିବା ପରେ ତାଙ୍କୁ ରେଳ…

ମା’ ବିରଜାଙ୍କ ଦର୍ଶନ ପାଇଁ ଆସି ବୈତରଣୀରେ ବୁଡ଼ିଗଲେ ଆନ୍ଧ୍ର ଦମ୍ପତି

କଳିଙ୍ଗନଗର,୧୨ା୧୧(ଶୁଭାଶିଷ ରାଉତ): ଯାଜପୁର ବରାହନାଥ ନିକଟ ବୈତରଣୀ ନଦୀରେ ଦୁଇ ପର୍ଯ୍ୟଟକ ଗାଧୋଉଥିବା ବେଳେ ବୁଡ଼ିଯାଇଛନ୍ତି ସ୍ବାମୀ-ସ୍ତ୍ରୀ। ଖବର ପାଇ ଅଗ୍ନିଶମ ବାହିନୀ ଉଭୟଙ୍କୁ ଉଦ୍ଧାର କରି…

ସିଡନୀ ରାସ୍ତାରେ ଅଷ୍ଟ୍ରେଲିଆ କ୍ୟାପଟେନ୍ ପାଟ୍ କମିନ୍ସ-ପତ୍ନୀଙ୍କ ମଧ୍ୟରେ ପ୍ରବଳ ଯୁକ୍ତିତର୍କ; ଭିଡିଓ ଭାଇରାଲ୍ ପରେ…

ସିଡନୀ,୧୨।୧୧: ଅଷ୍ଟ୍ରେଲିଆର ଟେଷ୍ଟ କ୍ରିକେଟ୍ କ୍ୟାପଟେନ୍ ପାଟ୍ କମିନ୍ସଙ୍କୁ ତାଙ୍କ ପତ୍ନୀ ବେକିଙ୍କ ସହ ସିଡନୀର ଏକ ରାସ୍ତାରେ ଯୁକ୍ତିତର୍କ କରୁଥିବାର ଦେଖିବାକୁ ମିଳିଛି। ଉଭୟ ପତି-ପତ୍ନୀ…

ଶନିଙ୍କ କୃପାରେ ମାଲାମାଲ ହେବେ ୬ ରାଶି, ୪ ମାସ ଯାଏ ଧନବର୍ଷା! ଆସିବ ଚାକିରିର ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ । ଏହା ବିଶ୍ୱାସ କରାଯାଏ ଯେ ଶନି ବ୍ୟକ୍ତିର କର୍ମ…

W, W, W, W, W… ଲଗାତାର ୫ ଉଇକେଟ୍‌ ନେବା ପରେ ଖୋଲିଲା ଭାଗ୍ୟ, ଭାରତ ବିପକ୍ଷ ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୧୨।୧୧: ଗୁରୁବାର (୧୨ ନଭେମ୍ବର) ଭାରତ ବିପକ୍ଷ ଦିନିକିଆ ସିରିଜର ଶେଷ ଦୁଇଟି ମ୍ୟାଚ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରିଛି। ଉଭୟ ମ୍ୟାଚ ପାଇଁ…

ୟୁପି ନିର୍ବାଚନ ୨୦୨୭: ଓଓ୍ବାଇସିଙ୍କ ସହ ହାତ ମିଳାଇଲେ ଚନ୍ଦ୍ରଶେଖର, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଲକ୍ଷ୍ନୌ,୧୨।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୭ ପୂର୍ବରୁ ରାଜ୍ୟ ରାଜନୀତିରେ ନୂଆ ସମୀକରଣ ଦେଖାଦେଇଛି । ଆଜାଦ ସମାଜ ପାର୍ଟି (କାଂଶୀରାମ) ଓ ଅଲ୍‌ ଇଣ୍ଡିଆ ମଜଲିସ୍‌-ଏ-ଇତ୍ତେହାଦୁଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?