ସୋଫିଆଙ୍କ ଉପରେ ତାତିଲେ ଦେବାଶିଷ, କହୁକହୁ ଯାହା କହିଲେ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୭।୪: କଂଗ୍ରେସ ବିଧାୟିକା ସୋଫିଆ ସୋମବାର  ରାଜ୍ୟସଭା ଏମ୍‌ପି ଦେବାଶିଷଙ୍କୁ ଟାର୍ଗେଟ କରିଥିଲେ। ଏହି ଘଟଣା ପରେ ସୋଫିଆଙ୍କ ଉପରେ ତାତିଛନ୍ତି ଦେବାଶିଷ। ଦେବାଶିଷ ସୋଫିଆଙ୍କୁ  କହିଛନ୍ତି ସୋଫିଆ ରାଜନୀତିରେ କାଲି ଜନ୍ମ ହୋଇଥିବା ମହିଳା। ତାଙ୍କ ବିଷୟରେ ଟିପ୍ପଣୀ କରି ମୁଁ ମୋ ସ୍ତର ତଳକୁ ଖସେଇବାକୁ ଚାହୁଁନି।ଓ୍ବକଫ ବିଲ ଭୋଟ ବେଳେ ଓ୍ବାକଆଉଟକୁ ନେଇ ସିଧା ଟାର୍ଗେଟ କରିଥିଲେ ସୋଫିଆ।
ସେ କହଥିଲେ, ଓ୍ବାକଆଉଟ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି। ଗୋଟିଏ ଭୋଟ କମିଲା ଅର୍ଥ ସେମାନଙ୍କ ଓ୍ବେଟେଜ ବଢ଼ିଲା। ବାରବାଟୀ କଟକ ଲୋକେ ତାଙ୍କ ନିଷ୍ପତ୍ତିରେ ଦୁଃଖିତ। ଯଦି ବାରବାଟୀ ଲୋକଙ୍କ ସହ ଭାବାବେଗ ଥାଆନ୍ତା ସେ ନିଶ୍ଚିତ ବିରୋଧ କରିଥାନ୍ତେ। ନିଜକୁ ବଞ୍ଚାଇବା ପାଇଁ ବିରୋଧ ନ କରି ଓ୍ବାକଆଉଟ କରିଛନ୍ତି। ସେ ଭାଜପା ସହ ୧୦୦% ଡିଲ କରିଛନ୍ତି। ୨୪ ବର୍ଷର ସ୍କାମ ଧୋଇବାକୁ ସବୁକ୍ଷେତ୍ରରେ ସମର୍ଥନ କରିଛନ୍ତି। ଯାହାଦ୍ୱାରା ସେ କଟକର ମୁସଲମାନଙ୍କ ସହ ଲୋକଙ୍କ ସହ ପ୍ରତାରଣା କରିଛନ୍ତି ବୋଲି ସୋଫିଆ ସିଧାସିଧା କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?