ଭାଜପା ବିଜେଡିକୁ ଟାର୍ଗେଟ କଲେ ସୋଫିଆ, ଖୋଲିଦେଲେ ରାଜ୍ୟ ବିକାଶ ନ ହେବାର ବଡ଼ କାରଣ 

ଭୁବନେଶ୍ୱର,୭।୪ : କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋସ ଭାଜପା ବିଜେଡିକୁ ଟାର୍ଗେଟ   କରିଛନ୍ତି।  ସେ କହିଛନ୍ତି, ମହିଳାଙ୍କୁ ସବୁବେଳେ ଭୋଟ ବ୍ୟାଙ୍କ ହିସାବରେ ଦେଖାଯାଉଛି। ଭୋଟ ବ୍ୟାଙ୍କ ହିସାବରେ ଦେଖୁଥିବାରୁ  ରାଜ୍ୟର ବିକାଶ ହେଉନି। ୪୦, ୫୦ବର୍ଷ ମହିଳାଙ୍କୁ କାଢ଼ି ଦେଲେ ଏବେ କୁଆଡ଼େ ଯିବେ ବୋଲି ସେ ପ୍ରଶ୍ନ କରିଛନ୍ତି।
ଅନ୍ୟପକ୍ଷେଏମ୍‌ପି ଦେବାଶିଷ ସାମନ୍ତରାୟଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦୋସ। ଓ୍ବକଫ୍‌ ବିଲ୍‌ ଭୋଟ୍‌ ବେଳେ ଓ୍ବାକଆଉଟ୍‌କୁ ନେଇ ସିଧା ଟାର୍ଗେଟ କରିଛନ୍ତି ସୋଫିଆ।ସେ କହିଛନ୍ତି, ଓ୍ବାକଆଉଟ୍‌ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି। ଗୋଟିଏ ଭୋଟ୍‌ କମିଲା ଅର୍ଥ ସେମାନଙ୍କ ଓ୍ବେଟେଜ୍‌ ବଢ଼ିଲା। ବାରବାଟୀ କଟକ ଲୋକେ ତାଙ୍କ ନିଷ୍ପତ୍ତିରେ ଦୁଃଖିତ। ଯଦି ବାରବାଟୀ ଲୋକଙ୍କ ସହ ଭାବାବେଗ ଥାଆନ୍ତା ସେ ନିଶ୍ଚିତ ବିରୋଧ କରିଥାନ୍ତେ। ନିଜକୁ ବଞ୍ଚାଇବା ପାଇଁ ବିରୋଧ ନ କରି ଓ୍ବାକ୍‌ଆଉଟ୍‌ କରିଛନ୍ତି। ସେ ଭାଜପା ସହ ୧୦୦% ଡିଲ କରିଛନ୍ତି। ୨୪ ବର୍ଷର ସ୍କାମ ଧୋଇବାକୁ ସବୁକ୍ଷେତ୍ରରେ ସମର୍ଥନ କରିଛନ୍ତି। ଯାହାଦ୍ୱାରା ସେ କଟକର ମୁସଲମାନଙ୍କ ସହ ଲୋକଙ୍କ ସହ ପ୍ରତାରଣା କରିଛନ୍ତି ବୋଲି ସୋଫିଆ ସିଧାସିଧା କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri