ଜୁନ୍‌ ୧୦ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ: ଜାଣନ୍ତୁ କେଉଁ ରାଶି ଉପରେ କ’ଣ ପଡିବ ପ୍ରଭାବ

ଜୁନ୍‌ ୧୦ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ: ଜାଣନ୍ତୁ କେଉଁ ରାଶି ଉପରେ କ’ଣ ପଡିବ ପ୍ରଭାବ
ଚଳିତବର୍ଷର ପ୍ରଥମ ସୂର୍ଯ୍ୟପରାଗ ଜୁନ ୧୦ରେ ହେବ। ଏଥର ପୂର୍ଣ୍ଣ ସୂର୍ଯ୍ୟ ପରାଗ ହେଉଥିବାରୁ ଚନ୍ଦ୍ର ପୃଥିବୀକୁ ସମ୍ପୂର୍ଣ୍ଣ ରୂପେ ଆଚ୍ଛାଦନ କରିବ। ଏହି ପରିପ୍ରେକ୍ଷୀରେ କେବଳ ସୂର୍ଯ୍ୟର ବାହ୍ୟ ସ୍ତର ଦୃଶ୍ୟମାନ ହେବ। ଏହି ଗ୍ରହଣରେ ଚନ୍ଦ୍ର ସୂର୍ଯ୍ୟଙ୍କ ପ୍ରାୟ ୯୪ ପ୍ରତିଶତ ଗ୍ରାସ କରିନେବ। ପୂର୍ଣ୍ଣ ସୂର୍ଯ୍ୟ ପରାଗ ହେତୁ ଦିନରେ ଅନ୍ଧକାର ରହିବ। ଭାରତରେ ଏହି ସୂର୍ଯ୍ୟପରାଗ ଗ୍ରହଣ କେବଳ ଆଂଶିକ ଦେଖାଦେବ। ଆମେରିକା, ୟୁରୋପ ଏବଂ ଏସିଆର ଉତ୍ତର ଭାଗରେ ମଧ୍ୟ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଉତ୍ତର କାନାଡା, ଗ୍ରୀନଲ୍ୟାଣ୍ଡ ଏବଂ ରୁଷିଆରେ ସମ୍ପୂର୍ଣ୍ଣ ସୂର୍ଯ୍ୟ ପରାଗ ହେବ।

ସୂର୍ଯ୍ୟପରାଗ ଅପରାହ୍ନ ୧ ଟାରୁ ସନ୍ଧ୍ୟା ୪୨ରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ୪୧ ପର୍ଯ୍ୟନ୍ତ ରହିବ। ସୂର୍ଯ୍ୟପରାଗର ସମୁଦାୟ ଅବଧି ପ୍ରାୟ ୫ ଘଣ୍ଟା ହେବ।

ମେଷ – ଏହି ସୂର୍ଯ୍ୟପରାଗ କାଳରେ ମେଶ ରାଶିର ବ୍ୟକ୍ତିମାନେ ବିତର୍କରୁ ଦୂରେଇ ରହିବା ଉଚିତ୍‌। ନିଜ କଥାକୁ ନିୟନ୍ତ୍ରଣରେ ରଖ। ଆର୍ଥିକ କ୍ଷତି ହୋଇପାରେ।

ବୃଷ – ସୂର୍ଯ୍ୟପରାଗ ହେତୁ ବୃଷର ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ଆବଶ୍ୟକ। କ୍ୟାରିୟର ଏବଂ କାର୍ଯ୍ୟ କ୍ଷେତ୍ରରେ ସତର୍କତା ବ୍ୟବହାର କରନ୍ତୁ।

ମିଥୁନ – ଏହି ରାଶିର ବ୍ୟକ୍ତିମାନେ ଆର୍ଥିକ ପ୍ରତିବନ୍ଧକର ସାମ୍ନା କରିପାରନ୍ତି। ଧନ ହାନି ଯୋଗ ରହିଛି। ଟଙ୍କା ଖର୍ଚ୍ଚ କରିବା ଠାରୁ ଦୂରେଇ ରୁହନ୍ତୁ। ପାରସ୍ପରିକ ସମ୍ପର୍କ ଭଲ ହେବ।

କର୍କଟ – ଏହି ରାଶିର ବ୍ୟକ୍ତିମାନେ ସଚେତନ ରହିବା ଆବଶ୍ୟକ । ବିତର୍କରୁ ଦୂରେଇ ରୁହନ୍ତୁ। ତୁମର ବକ୍ତବ୍ୟ ଉପରେ ନିୟନ୍ତ୍ରଣ କରନ୍ତୁ। ବିରୋଧୀଙ୍କଠାରୁ ସତର୍କ ରୁହନ୍ତୁ।

ସିଂହ- ଏହି ରାଶିର ବ୍ୟକ୍ତିମାନେ ଆର୍ଥିକ ଲାଭ ପାଇପାରିବେ। ଧନ ଲାଭର ଯୋଗ ରହିଛି। କାହା ବିଷୟରେ ନକାରାତ୍ମକ ଚିନ୍ତାଧାରା ଆଣିବା ଠାରୁ ଦୂରେଇ ରୁହନ୍ତୁ। ଆଧ୍ୟାତ୍ମିକ କାର୍ଯ୍ୟରେ ମନ ନିବେଶ କରନ୍ତୁ।

କନ୍ୟା- ଏହି ରାଶିର ଲୋକମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ଉଚିତ୍‌। କାହାକୁ ରୁଣ ଦେବା ଠାରୁ ଦୂରେଇ ରୁହନ୍ତୁ । ପାରିବାରିକ ସମ୍ପର୍କ ମଧୁର ହେବ।

ତୁଳା- ଏହି ରାଶିର ଲୋକମାନେ ଯତ୍ନର ସହ କିଛି କାମ କରିବା ଉଚିତ୍‌। ମାନସିକ ଚାପରୁ ଦୂରରେ ରୁହନ୍ତୁ। ଗରିବ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ବିଛା- ଏହି ରାଶିର ବ୍ୟକ୍ତିମାନେ ସେମାନଙ୍କ ମନକୁ ନିୟନ୍ତ୍ରଣରେ ରଖିବା ଆବଶ୍ୟକ କରନ୍ତ। ନକାରାତ୍ମକ ଚିନ୍ତାଧାରାରୁ ଦୂରରେ ରୁହନ୍ତ। ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ। ଧ୍ୟାନ କରନ୍ତୁ।

ଧନୁ- ଏହି ରାଶିର ବ୍ୟକ୍ତିମାନେ କ୍ୟାରିୟର ଏବଂ ଶିକ୍ଷା ପ୍ରତିଯୋଗିତାରେ ସଫଳତା ପାଇବେ। କଠିନ ପରିଶ୍ରମ କରନ୍ତୁ। ସମୟ ନଷ୍ଟ କରିବା ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ଦୃଷ୍ଟିରୁ ଲାଭଦାୟକ ହୋଇପାରେ। କୌଣସି କାର୍ଯ୍ୟରେ ନିବେଶ କରିବା ଲଭଦାୟକ ହୋଇପାରେ।

ମକର – ଏହି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ। ଯେକୌଣସି କାର୍ଯ୍ୟକୁ ଭାବିଚିନ୍ତି କରନ୍ତୁ। କାହାକୁ ଅଧିକ ବିଶ୍ୱାସ କରିବା କ୍ଷତିକାରକ ହୋଇପାରେ।

କୁମ୍ଭ- ଏହି ରାଶିର ଲୋକମାନେ ସେମାନଙ୍କର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚିତ୍‌। ବିରୋଧୀମାନେ ପରାସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାବଧାନ ରୁହନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ।

ମୀନ – ଏହି ରାଶିର ବ୍ୟକ୍ତିମାନେ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ହେବେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଆପଣଙ୍କ ସାଥୀଙ୍କ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri