Posted inଜାତୀୟ

ଜାନୁୟାରୀ ୬ରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବ ଆଦିତ୍ୟ

ନୂଆଦିଲ୍ଲୀ,୨୪ା୧୨: ଭାରତର ସୌର ଯାନ ଆଦିତ୍ୟ-ଏଲ୍‌୧ ଜାନୁୟାରୀ ୬ରେ ଲକ୍ଷ୍ୟସ୍ଥଳ ଲାଗ୍ରାଙ୍ଗିଆନ୍‌ ପଏଣ୍ଟ (ଏଲ୍‌୧)ରେ ପହଞ୍ଚିବ ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ଅଧ୍ୟକ୍ଷ ଏସ୍‌. ସୋମନାଥ ସୋମବାର କହିଛନ୍ତି। ଏହି ସ୍ଥାନ ପୃଥିବୀଠାରୁ ୧୫ ଲକ୍ଷ କିଲୋମିଟର ଦୂରରେ, ଯେଉଁଠୁ ଆଦିତ୍ୟ-ଏଲ୍‌୧ ସୂର୍ଯ୍ୟଙ୍କ ବାହ୍ୟ ପରିବେଶ ଉପରେ ଅଧ୍ୟୟନ କରିବାକୁ ସମର୍ଥ ହେବ। ଜାନୁୟାରୀ ୬ ତାରିଖର କେଉଁ ସମୟରେ ଆଦିତ୍ୟ-ଏଲ୍‌୧ ଲକ୍ଷ୍ୟସ୍ଥଳରେ ପହଞ୍ଚିବ ତାହା ଜଣାଇ ଦିଆଯିବ ବୋଲି ସୋମନାଥ ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।

ସେଠାରେ ପହିତ୍ବା ପରେ ଇସ୍ରୋ ପକ୍ଷରୁ ଆଉ ଏକ ଇଞ୍ଜିନ୍‌ ଫାୟାର କରାଯିବ। ଯାହା ଫଳରେ ମହାକାଶ ଯାନ ଆଉ ଆଗକୁ ନ ବଢ଼ି ସେହିଠାରେ ରହି ଉକ୍ତ ପଏଣ୍ଟକୁ ପରିକ୍ରମା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri