Posted inଜାତୀୟ

ପାକିସ୍ତାନୀ ମହିଳାଙ୍କୁ ବିବାହ କରି ଚାକିରି ହରାଇଲେ ଯବାନ

ନୂଆଦିଲ୍ଲୀ,୪ା୫: ପାକିସ୍ତାନୀ ମହିଳାଙ୍କୁ ବିବାହ କରିଥିବା ଘଟଣାକୁ ଲୁଚାଇ ରଖିଥିତ୍ବା ସିଆର୍‌ପିଏଫ୍‌ କନ୍‌ଷ୍ଟେବଲ ମୁନିର ଅହମଦଙ୍କୁ ଶନିବାର ଚାକିରିରୁ ବହିଷ୍କାର କରାଯାଇଛି। ଭିଜା ବୈଧତା ଶେଷ ହେବା ପରେ ଜମ୍ମୁ ବାସିନ୍ଦା ଯବାନ ମୁନିର ଜାଣିଶୁଣି ସ୍ତ୍ରୀଙ୍କୁ ଆଶ୍ରୟ ଦେଇଥିଲେ।

ତାଙ୍କ କାର୍ଯ୍ୟ ସେବା ନିୟମାବଳୀର ଉଲ୍ଲଂଘନ ଏବଂ ଜାତୀୟ ସୁରକ୍ଷା ପ୍ରତି କ୍ଷତିକାରକ ବୋଲି ସିଆର୍‌ପିଏଫ୍‌ କହିଛି। ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ସରକାର ପାକିସ୍ତାନୀଙ୍କ ଭିଜା ରଦ୍ଦ କରିଥିବାବେଳେ ସେମାନଙ୍କୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଦେଶ ଛାଡ଼ି ଚାଲିଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ମୁନିରଙ୍କ ସ୍ତ୍ରୀ ମିନାଲ ଖାନ୍‌ ପାକିସ୍ତାନୀ ହୋଇଥିବାବେଳେ ତାଙ୍କୁ ଦେଶ ଛାଡ଼ିବାକୁ ଗତ ୨୯ ତାରିଖରେ ଅଟ୍ଟାରୀ-ଓ୍ବାଘା ସୀମାକୁ ନିଆଯାଇଥିଲା। ଶେଷ ମୁହୂର୍ତ୍ତରେ ଜମ୍ମୁ-କଶ୍ମୀର ହାଇକୋର୍ଟ ତାଙ୍କୁ ଆଶ୍ୱସ୍ତି ଦେଇ ଭାରତରେ ୧୦ ଦିନ ରହିବାକୁ ଅନୁମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ପୁଟିନଙ୍କୁ ରିଟର୍ନ ଉପହାର ଦେଲେ ମୋଦି: ରୁଷିଆ ନାଗରିକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ

ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ...

ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!

ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି...

ୟୁକ୍ରେନ ସହିତ ଶେଷ ହେବ ଯୁଦ୍ଧ: ମୋଦିଙ୍କ ସହ ବୈଠକରେ ବଡ଼ ସଙ୍କେତ ଦେଲେ ପୁଟିନ, କହିଲେ…

ନୂଆଦିଲ୍ଲୀ,୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri