Posted inଜାତୀୟ

ସ୍ତ୍ରୀଙ୍କୁ ଗୁଳି କଲେ ଯବାନ

ପାଟନା, ୬।୯: ଭାରତୀୟ ସେନାର ଜଣେ ଯବାନ ତାଙ୍କ ସ୍ତ୍ରୀଙ୍କ ସମେତ ୩ ମହିଳାଙ୍କୁ ଗୁଳି କରିଛନ୍ତି। ବିହାର ଚମ୍ପାରନ୍‌ ଜିଲାରେ ଏହି ଘଟଣା ଘଟିଛି। ଦିଲ୍ଲୀ କ୍ୟାଣ୍ଟନମେଣ୍ଟରେ ପୋଷ୍ଟିଂ ହୋଇଥିବା ଅଭିଯୁକ୍ତ ଯବାନ ନରେଶ ଶାହା ଛୁଟିରେ ବିହାର ଆସିଥିଲେ। ସୋମବାର ସକାଳେ ସେ ନିଶାସକ୍ତ ଅବସ୍ଥାରେ ସ୍ତ୍ରୀ ଅନୀତାଙ୍କୁ ମାଡ଼ ମାରିଥିଲେ। ଅନୀତା କୌଣସି ପ୍ରକାରେ ଘରୁ ବାହାରିଆସି ଗାଁର ମହିଳାମାନଙ୍କ ପଛରେ ଲୁଚିଯାଇଥିଲେ। ଏହି ସମୟରେ ନରେଶ ରାଇଫଲ ଧରି ତାଙ୍କ ପଛରେ ଗୋଡ଼ାଇବା ସହ ଅନ୍ୟ ମହିଳାମାନଙ୍କୁ ସେଠାରୁ ଚାଲିଯିବାକୁ କହିଥିଲେ। ସେମାନେ ନ ଯିବାରୁ ନରେଶ ଗୁଳି ଚଳାଇଥିଲେ। ଅନୀତାଙ୍କ ଗୋଡ଼ରେ ଦୁଇଟି ଗୁଳି ବାଜିଥିବା ବେଳେ ଅନ୍ୟ ଦୁଇ ମହିଳା ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା, ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଛତ୍ରପୁର ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ପୌରପରିଷଦରେ ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା ସୃଷ୍ଟି କରାଯାଉଥିବା ଅଭିଯୋଗ ନେଇ ଗଞ୍ଜାମ ଜିଲାପାଳଙ୍କୁ ଭେଟିଲେ…

ଡ୍ରେସିଂ ରୁମରେ ଇ-ସିଗାରେଟ୍ ଟାଣିବା ଘଟଣା, ରିୟାନ ପରାଗଙ୍କୁ ମିଳିଲା ଏହି ଦଣ୍ଡ

ନୂଆଦିଲ୍ଲୀ,୩୦।୪: ରାଜସ୍ଥାନ ରୟାଲ୍ସ ଅଧିନାୟକ ରିୟାନ ପରାଗଙ୍କ ପାଇଁ ଦଣ୍ଡ ଘୋଷଣା କରାଯାଇଛି । ଡ୍ରେସିଂ ରୁମ୍ ଭିତରେ ଇ-ସିଗାରେଟ୍ ଟାଣିବା ପାଇଁ ତାଙ୍କୁ ଦଣ୍ଡିତ କରାଯାଇଛି…

ନୃସିଂହ ମହାପ୍ରଭୁଙ୍କ ମନ୍ଦିରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ ଉପଲକ୍ଷେ ଗଞ୍ଜାମ ଜିଲାର ଛତ୍ରପୁର ସହର ଚଳଚଞ୍ଚଳ। ସହରର ନୀଳ କଣ୍ଠେଶ୍ୱର ସାହିରେ ଥିବା ନୃସିଂହ ମହାପ୍ରଭୁଙ୍କ ମନ୍ଦିରରେ…

ଭଉଣୀଙ୍କ କଙ୍କାଳ ଧରି ବ୍ୟାଙ୍କକୁ ଯିବା ଘଟଣା: ତ୍ୱରିତ ନ୍ୟାୟିକ ତଦନ୍ତ ସହ ଏତେ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲା କଂଗ୍ରେସ

ପାଟଣା,୩୦।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ମୃତ ଭଉଣୀଙ୍କ କଙ୍କାଳ ଖୋଳି ମଲ୍ଲିପୋଷି…

ମୋହନାରୁ ବ୍ରହ୍ମପୁରକୁ ଚାଲାଣ ହେଉଥିଲା ଭାଙ୍ଗ, ବାଟରେ ମାଡ଼ିବସିଲେ ଅବକାରୀ କର୍ମଚାରୀ

ମୋହନା,୩୦ା୪(ମନ୍ମଥ ମିଶ୍ର): ଗଜପତି ଜିଲା ଅବକାରୀ ଅଧୀକ୍ଷକ ପ୍ରଦୀପ କୁମାର ସାହୁଙ୍କ ନିର୍ଦ୍ଦେଶ କ୍ରମେ ବିଶେଷ ସୂତ୍ରରୁ ଖବର ପାଇ ରା.ଉଦୟଗିରି ଅବକାରୀ ଓଆଇସି ଏନ୍‌. ତ୍ରିପତି…

ନିର୍ବାଚନ ଜିତିଗଲେ ବଡ଼ ରେକର୍ଡ ଭାଙ୍ଗିବେ ମମତା , ଲଗାତାର ୨୦ ବର୍ଷ ଧରି କ୍ଷମତାରେ ରହିଥିବା…

କୋଲକାତା,୩୦।୪: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ଏକ ଐତିହାସିକ ମୋଡ଼ରେ ଅଛି। ଆଗାମୀ ବିଧାନସଭା ନିର୍ବାଚନରେ ହ୍ୟାଟ୍ରିକ୍‌ ବିଜୟ ପରେ ଯଦି ମମତା ବାନାର୍ଜୀ ତାଙ୍କର ଚତୁର୍ଥ କାର୍ଯ୍ୟକାଳ…

ଛତୁଆ ୟୁନିଟରେ ନିଆଁ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ: ନିଆଁ ଲିଭାଇବାବେଳେ ଘଟିଲା…

ଦାରିଙ୍ଗବାଡି, ୩୦।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ନୀଳକନ୍ଦର ସାହିରେ ରହିଥିବା ଛତୁଆ ୟୁନିଟରେ ବିଳମ୍ବିତ ରାତିରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ…

‘ଯଦି ପଶ୍ଚିମବଙ୍ଗରେ ଜିତିଥାଏ, ତା’ହେଲେ ମୁଁ…’ ନିର୍ବାଚନ ଫଳାଫଳ ପୂର୍ବରୁ ହଇଚଇ କଲା ଏହି ଏମ୍‌ପିଙ୍କ ବୟାନ

ନୂଆଦିଲ୍ଲୀ,୩୦।୪: ବଙ୍ଗଳାରେ ଦୁଇ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି। ସମସ୍ତ ଦଳ ଏବେ ଫଳାଫଳକୁ ଅପେକ୍ଷା କରିଛନ୍ତି। ଏହି ସମୟରେ, ପୂର୍ଣ୍ଣିଆ ଏମ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri